ଓଡିଶା ସାଂସଦଙ୍କୁ ନବୀନଙ୍କ ଚିଠି

0

ଓଡ଼ିଆ ନ୍ୟୁଜ୍: ରାଜ୍ୟର ସବୁ ସାଂସଦଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଚିଠି।୧୩୧ତମ ସମ୍ବିଧାନ ସଂଶୋଧନ ପ୍ରସଙ୍ଗ ଉଠାଇ ଲେଖିଲେ ଚିଠି।ରାଜନୈତିକ ପ୍ରତିନିଧିତ୍ବ ଓ ଅର୍ଥନୈତିକ ସ୍ବାର୍ଥ କଥା ଉଠାଇଲେ ନବୀନ।ଓଡ଼ିଶାର ଦୀର୍ଘମିଆଦି ସ୍ବାର୍ଥ, ସମାନୁପାତିକ ପ୍ରତିନିଧିତ୍ବ, ଗୌରବ ଅକ୍ଷୁଣ୍ଣ ଜରୁରୀ।ଡିଲିମିଟେସନରେ ପ୍ରତିନିଧିତ୍ବ ହାର କମିବା ଜାତୀୟସ୍ତରରେ କ୍ଷତି ପହଞ୍ଚାଇବ।ପ୍ରସ୍ତାବିତ ସମ୍ବିଧାନ ସଂଶୋଧନରେ ଓଡ଼ିଶାର ପ୍ରତିନିଧିତ୍ବ ୩.୯ରୁ ୩.୪%କୁ କମିବ।୬ଟି କ୍ଷତି ସହିବାକୁ ଥିବା ରାଜ୍ୟ ଭିତରେ ଆମକୁ ପଏଣ୍ଟ ୫ କ୍ଷତି ସହିବାକୁ ହେବ।

ଓଡ଼ିଶା ଲୋକେ ଆପଣଙ୍କୁ ସଂସଦକୁ ପଠାଇଛନ୍ତି, ଏହା କରିବାକୁ ଦିଅନ୍ତୁ ନି।ରାଜ୍ୟର ଅର୍ଥନୈତିକ ଓ ରାଜନୈତିକ ସ୍ବାର୍ଥକୁ ସୁରକ୍ଷା ଦିଅନ୍ତୁ- ନବୀନ।ଜନସଂଖ୍ୟା ନିୟନ୍ତ୍ରଣ ଓ ମାନବ ସମ୍ବଳର ବିକାଶ ସତ୍ତ୍ବେ ଓଡ଼ିଶାକୁ ଦଣ୍ଡିତ କରାନଯାଉ।କେନ୍ଦ୍ରୀୟ ରାଜସ୍ବକୁ ବଡ଼ ଅବଦାନ ସତ୍ତ୍ବେ ସ୍ବତନ୍ତ୍ର ରାଜ୍ୟପାହ୍ୟା ଦାବି ପୂରଣ ହୋଇନି।ଯଦି ଓଡ଼ିଶାର ପ୍ରତିନିଧିତ୍ବ କମୁନି ତାହେଲେ ସଂଶୋଧନକୁ ସମର୍ଥନ ଉଚିତ।କେନ୍ଦ୍ରରେ ଓଡ଼ିଶା ଅଧିକାର ପାଇଁ ସଂସଦ ଭିତରେ ଓ ବାହାରେ ସ୍ବର ଉଠାନ୍ତୁ।

Leave A Reply

Your email address will not be published.