କେନ୍ଦୁଝର କଙ୍କାଳ ଘଟଣା, ସରକାରଙ୍କ ଉପରେ ବର୍ଷଲେ ନବୀନ

0

ଓଡ଼ିଆ ନ୍ୟୁଜ୍: କେନ୍ଦୁଝର କଙ୍କାଳ ଘଟଣାକୁ ନେଇ ବର୍ଷିଲେ ବିରୋଧୀ ଦଳ ନେତା। ମାଟି ତଳୁ କଙ୍କାଳ କାଢ଼ି ପ୍ରମାଣ ଦେବା କିଭଳି ମହିଳା ସଶକ୍ତିକରଣ ପ୍ରଶ୍ନ କଲେ। ଡବଲ୍‌ ଇଞ୍ଜିନ ସରକାରରେ ବ୍ୟାଙ୍କ କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଛି।ଓଡ଼ିଶାରେ ମହିଳା ଅସୁରକ୍ଷିତ ବୋଲି କହିଥିଲା ଆମେରିକା।ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କୁ ୩୩% ସଂରକ୍ଷଣ ଦେଇଥିଲେ। ୨୦୦୦ ମସିହାରେ ମୋ ସରକାର ୫୦% ସଂରକ୍ଷଣ ଦେଇଥିଲା।ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଏବଂ ସମସ୍ତ ସଂସାଦଙ୍କୁ ଚିଠି ଲେଖିଛି।ସୀମା ନିର୍ଦ୍ଧାରଣ ବିଲ୍‌ ରାଜ୍ୟର ରାଜନୈତିକ ଅଧିକାରୀ କମେଇବ’। ମୁଁ ଥିବା ଯାଏଁ ଓଡ଼ିଶାବାସୀ ହକ୍‌ରୁ ବଞ୍ଚିତ ହେବେ ନାହିଁ- ନବୀନ ପଟ୍ଟନାୟକ।‘ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିଜେପି ବିଧାୟକ’।

ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲାରେ ଏଭଳି ଘଟଣା ଘଟିଛି । ସାରା ବିଶ୍ୱରେ ନିନ୍ଦିତ ହେବାକୁ ପଡିଛି। ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେଇଥିଲେ । ୨୦୦୦ ମସିହାରେ ମୋ ସରକାର ୫୦ ପ୍ରତିଶତ ସଂରକ୍ଷଣ ଦେଇଥିଲା । ମିଛ ପ୍ରଚାର କରୁଛି ବିଜେପି । ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଏବଂ ସମସ୍ତ ସଂସାଦଙ୍କୁ ଚିଠି ଲେଖିଛି । ସୀମା ନିର୍ଦ୍ଧାରଣ ବିଲ ରାଜ୍ୟର ରାଜନୈତିକ ଅଧିକାର ସଙ୍କୁଚିତ କରିବ । ଓଡ଼ିଶାବାସୀଙ୍କୁ ଭରସା ଦେଉଛି ମୁଁ ଥିଲା ପର୍ଯ୍ୟନ୍ତ ଓଡ଼ିଶାର ହକକୁ କେହି ବଞ୍ଚିତ କରିପାରିବେ ନାହିଁ । ଓଡ଼ିଶାର ବିଜେପି ବିଧାୟକ ମାନେ ମହିଳା ମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ସେ କହିଛନ୍ତି ।

Leave A Reply

Your email address will not be published.