ବିଦ୍ୟାଳୟରେ ବିଜ୍ଞାନମେଳା ଆୟୋଜିତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଦ୍ୟାଳୟରେ ବିଜ୍ଞାନମେଳା ଆୟୋଜିତ। ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ମାର୍କୋଣାସ୍ଥିତ ‌ରଘୁନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ବଜ୍ଞାନମେଳା ଆୟୋଜନ କରାଯାଇଥିବା ଜଣାଯାଇଛି।

ଆୟୋଜିତ ଏହି ବିଜ୍ଞାନ ମେଳା ରେ ଯୋଗ ଦେଇଥିଲେ ସ୍ଥାନୀୟ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହି l ଆଜି ସିମୁଳିଆ ବ୍ଲକ ମାର୍କୋଣା ରଘୁନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଆୟୋଜିତ ବିଜ୍ଞାନ ମେଳା ରେ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଥିଲେ |

ସିମୁଳିଆ ବ୍ଲକ ରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଭ କରିଥିବା ବିଦ୍ୟାଳୟ ଗୁଡ଼ିକୁ ମାନପତ୍ର ସହ ଉପଢୌକନ ପ୍ରଦାନ କରିଥିବା ଜଣାଯାଇଛି l ଏଥିରେ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ l

Leave A Reply

Your email address will not be published.