ଆଜି ସକାଳୁ ଚୀନରେ ପ୍ରବଳ ଭୂମିକମ୍ପ ଅନୁଭୂତ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗୁରୁବାର ସକାଳେ ଚୀନ୍‌ର କିଙ୍ଘଇ ପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ ହୋଇଛି।ଭୂକମ୍ପ ଉତ୍ତର-ପଶ୍ଚିମ ଚୀନ୍‌ର କିଙ୍ଘଇ ପ୍ରଦେଶର ମାଙ୍ଗ୍ୟା ସହରରେ ଘଟିଥିବା ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ୧୦ କିଲୋମିଟର ତଳେ ଥିଲା।

ତେବେ ଭୂକମ୍ପ ଯୋଗୁ ଏପର୍ଯ୍ୟନ୍ତ କାହାର ପ୍ରାଣ ହରାଇଥିବାର ଖବର ମିଳି ନାହିଁ। ଭୂକମ୍ପ ଉତ୍ତର-ପଶ୍ଚିମ ଚୀନ୍‌ର କିଙ୍ଘଇ ପ୍ରଦେଶର ମାଙ୍ଗ୍ୟା ସହରରେ ଘଟିଥିବା ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ୧୦ କିଲୋମିଟର ତଳେ ଥିଲା। ବେଜିଂ: ଗୁରୁବାର ସକାଳେ ଚୀନ୍‌ର କିଙ୍ଘଇ ପ୍ରଦେଶରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଚୀନ୍ ଭୂକମ୍ପ ନେଟୱାର୍କ କେନ୍ଦ୍ର (ସିଇଏନସି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଭୂକମ୍ପ ଉତ୍ତର-ପଶ୍ଚିମ ଚୀନ୍‌ର କିଙ୍ଘଇ ପ୍ରଦେଶର ମାଙ୍ଗ୍ୟା ସହରରେ ଘଟିଥିବା ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ୧୦ କିଲୋମିଟର ତଳେ ଥିଲା। ତେବେ ଭୂକମ୍ପ ଯୋଗୁ ଏପର୍ଯ୍ୟନ୍ତ କାହାର ପ୍ରାଣ ହରାଇଥିବାର ଖବର ମିଳି ନାହିଁ। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.