ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଶିଶୁପାଳଗଡରେ ଅଘଟଣ। ପାଇଖାନା ଟାଙ୍କିରେ ଖସିପଡି ୨ ମୃତ । ପାଇଖାନା ଟାଙ୍କିରେ ପଡି ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱର ଶିଶୁପାଳଗଡ଼ ରଘୁନାଥନଗରରେ ଅଘଟଣ ଘଟିଛି। ପାଇଖାନା ଟାଙ୍କି ସଫା କରୁଥିବା ବେଳେ ଗୁରୁତର ହୋଇପଡିଥିଲେ । ତାଙ୍କୁ କ୍ୟାପିଟଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।