ଅଭିନେତା ପ୍ରଭାସଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ପ୍ରଭାସଙ୍କ ଫେସବୁକ୍ ଆକାଉଣ୍ଟ ହ୍ୟାକ୍ । ସାଉଥ ସୁପରଷ୍ଟାର ପ୍ରଭାସଙ୍କ ଫେସବୁକ ଆକାଉଣ୍ଟକୁ ହ୍ୟାକ୍ ହୋଇଛି । ତାଙ୍କ ଅଫିସିଆଲ୍ ଫେସବୁକ୍ ଆକାଉଣ୍ଟ୍ ହ୍ୟାକ୍ କରିବା ପରେ ହ୍ୟାକର ଅଜବ ପୋଷ୍ଟ ମଧ୍ୟ ସେୟାର କରିଥିବା ଦେଖିବାକୁ ମିଳିଛି। ଏ ନେଇ ପ୍ରଭାସ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି ।

ତାଙ୍କ ଫେସ୍‌ବୁକ୍‌ ଆକାଉଣ୍ଟ୍‌ ‘କମ୍ପ୍ରମାଇଜ୍‌’ ହୋଇଛି ବୋଲି ପ୍ରଭାସ ଏକ ପୋଷ୍ଟ୍‌ କରିବା ପରେ ତାଙ୍କ ପ୍ରଶଂସକମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ରଖିଛନ୍ତି ।

Leave A Reply

Your email address will not be published.