ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଆସନ୍ତାକାଲି ଛୁଟି

0

ଓଡ଼ିଆ ନ୍ୟୁଜ୍: ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଆସନ୍ତାକାଲି ଛୁଟି ଘୋଷଣା କରାଯାଇଛି। ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ  ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

Leave A Reply

Your email address will not be published.