ଓଡ଼ିଆ ନ୍ୟୁଜ୍: ମୁଣ୍ଡଳି CISF କ୍ୟାମ୍ପରେ ଅମିତ ଶାହଙ୍କ ସମ୍ବୋଧନ।CISF ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ।ଆଧୁନିକତାକୁ ଆପଣେଇଛି ଓ ପରମ୍ପରାକୁ ବି ଜାବୁଡ଼ି ଧରିଛି CISF।ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF।ଦେଶର ଔଦୋଗିକ ବିକାଶର ସମ୍ଭାବନା CISF ବିନା ଅସମ୍ଭବ। ୨୦୪୭ ବିକଶିତ ଭାରତ ପାଇଁ CISFର ଭୂମିକା ଗୁରୁତ୍ବପୂର୍ଣ୍ଣ। ସହିଦ ରାଜଗୁରୁ, ବକ୍ସି ଜଗବନ୍ଧୁ, ସୁରେନ୍ଦ୍ର ସାଏଙ୍କୁ ସ୍ମରଣ କଲେ ଶାହ। ସର୍ବ କନିଷ୍ଠ ସହିଦ ବାଜି ରାଉତଙ୍କୁ ବି ମନେ ପକାଇଲେ।୭୦ ବିମାନ ବନ୍ଦର ସହ ୩୬୧ଟି ପ୍ରମୁଖ ସଂସ୍ଥାନକୁ ସୁରକ୍ଷା ଦେଉଛି CISF।ଏବେ ବନ୍ଦରକୁ ବି ସୁରକ୍ଷା ଯୋଗାଇବେ CISF ଯବାନ।
ସେ କହିଥିଲେ ୭୦ ବିମାନ ବନ୍ଦର ସହ ୩୬୧ଟି ପ୍ରମୁଖ ସଂସ୍ଥାନକୁ ସୁରକ୍ଷା ଦେଉଛି CISF । ଏବେ ବନ୍ଦରକୁ ବି ସୁରକ୍ଷା ଯୋଗାଇବେ CISF ଯବାନ ବୋଲି ସେ କହିଥିଲେ । ତିରୁପତିରୁ ପଶୁପତି ରେଡ୍ କରିଡର ସ୍ୱପ୍ନ ଧୂଳିସାତ ହେବ’ । ମାର୍ଚ୍ଚ ୩୧ରେ ଦେଶ ନକ୍ସଲବାଦରୁ ମୁକ୍ତ ହେବ କହିଲେ ଶାହ ।