ଓଡ଼ିଆ ନ୍ୟୁଜ୍: ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକଙ୍କୁ ବିଜେପି ମୁଖପାତ୍ରଙ୍କ କାଉଣ୍ଟର।ବିଜେପି ମୁଖପାତ୍ର ଅନିଲ ବିଶ୍ବାଳ ଫେସବୁକ୍ ପୋଷ୍ଟରେ କାଉଣ୍ଟର କଲେ। ଆପଣଙ୍କୁ ଲୋକେ ୨୪ ବର୍ଷ ନିରଙ୍କୁଶ କ୍ଷମତା ପ୍ରଦାନ କରିଛନ୍ତି।ଏହାର ପ୍ରତିବଦଳରେ ଲୋକେ ପାଇଲେ କଣ।
ଗୋଟିଏ ଶୀତଳ ଭଣ୍ଡାର କି ମହାନଦୀରେ ଗୋଟିଏ ବନ୍ଧ କରିପାରିଲେନି।ଆପଣଙ୍କୁ ଯେଉଁମାନେ ରାଜନୀତିକୁ ଆଣିଥିଲେ ଆପଣ କଣ କଲେ।ଦିଲୀପ ରାୟ, ବୈଜୟନ୍ତ ପଣ୍ଡା, ବିଜୟ ମହାପାତ୍ରଙ୍କ ପ୍ରତି କଣ କଲେ।ଆପଣ ଯାହା କରିଥିଲେ, ତାହାକୁ ବେଇମାନ କୁହାଯିବ ନା କୁହାଯିବ ନାହିଁ।