ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ

0

ଓଡ଼ିଆ ନ୍ୟୁଜ୍: ପବିତ୍ର ଅଳାଁ ନବମୀରେ ରାଧା ପାଦ ଦର୍ଶନ। ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ପ୍ରବଳ ଭକ୍ତଙ୍କ ଭିଡ଼ । ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ । ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା। ଏହାକୁ ‘ଧାତ୍ରୀ ନବମୀ’ ବୋଲି ମଧ୍ୟ କୁହାଯାଏ । ଏହି ପୁଣ୍ୟ ତିଥିରେ ଦର୍ଶନ କରାଯାଏ ଶ୍ରୀରାଧାଙ୍କ ପାଦପଦ୍ମ ଦର୍ଶନ ।

କୁହାଯାଏ ଏହି ଦିନ ଶ୍ରୀରାଧା ଓଡିଆଣୀ ବେଶରେ ସଜ୍ଜିତ ହୋଇଥାନ୍ତି । ଏଥିପାଇଁ ପୁରୀ ଜିଲ୍ଲା ସାକ୍ଷୀ ଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ କରିବାକୁ ଭକ୍ତଙ୍କ ନାହିଁନଥିବା ଭିଡ ଲାଗେ । ତେବେ ଆସନ୍ତୁ ସଂକ୍ଷେପରେ ଜାଣିବା ଏହିଦିନ ଶ୍ରୀରାଧାଙ୍କ ପାଦ ଦର୍ଶନର ମାହାତ୍ମ୍ୟ ।

Leave A Reply

Your email address will not be published.