ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅରବିନ୍ଦ କେଜ୍ରିୱାଲ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏଥିପାଇଁ ଆଜି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବାସଭବନରେ ପହଞ୍ଚିଥିଲେ। ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମନ ଏବଂ ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଏବଂ ରାଘବ ଚାଧାଙ୍କ ସହ ଅରବିନ୍ଦ କେଜ୍ରିୱାଲ ଅଛନ୍ତି।

ଅରବିନ୍ଦ କେଜ୍ରିୱାଲ, ଭଗବନ୍ତ ମନ ଏବଂ ହେମନ୍ତ ସୋରେନ ଅପରାହ୍ନ ୨ ଟାରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ। ଏହି ସାମ୍ବାଦିକ ସମ୍ବିଳନୀ ଉପରେ ସମସ୍ତଙ୍କକର ନଜର ରହିଛି ।

Leave A Reply

Your email address will not be published.