ଦେଶକୁ ଫେରିଲେ ପ୍ୟାରିସ୍‌ ଅଲମ୍ପିକ୍ସରେ ଯୋଡ଼ା ପଦକ ଜିତିଥିବା ମନୁ ଭାକର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପ୍ୟାରିସ୍‌ ଅଲମ୍ପିକ୍ସରେ ନିଜର ସର୍ବୋତ୍ତମ ପ୍ରଦର୍ଶନ କରିବା ପରେ ଶେଷରେ ନିଜ ଦେଶକୁ ଫେରିଛନ୍ତି ସୁଟର୍‌ ମନୁ ଭାକର। ସେ ଦୁଇଟି ମେଡ଼ାଲ ସହ ସ୍ୱଦେଶକୁ ଫେରିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ…
Read More...

ହାତୀ ପଲ କୁସୁମିତା ଗାଁରେ ପଶି ଘର ଭାଙ୍ଗିଲେ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାତିଅଧରେ ଗାଁରେ ପଶି ଘର ଭାଙ୍ଗିଲେ ହାତୀ ପଲ। କାନ୍ଥ ପଡ଼ି ଆଈ ଓ ନାତୁଣୀ ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ସଦର ରେଞ୍ଜ କୁସୁମିତା ଗାଁରେ ଏପରି ଘଟଣା ଘଟିଛି। ଆହତ ଆଈ,ନାତୁଣୀଙ୍କୁ…
Read More...

ଜିମରୁ ଫେରିବା ବେଳେ ଯୁବକଙ୍କୁ ଗୁଳିମାଡ଼

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜିମରୁ ଫେରିବା ବେଳେ ଯୁବକଙ୍କୁ ଗୁଳିମାଡ଼। ଗୁଳିମାଡ଼ରେ ଯୁବକ ଗୁରୁତର। ବାଲେଶ୍ବର ଜିଲ୍ଲା ରେମୁଣା ନିକଟ ବାଲିଆରେ ଏଭଳି ଗୁଳିକାଣ୍ଡ ଘଟିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା…
Read More...

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଦୁଇ ଦିନ ପ୍ରବଳ ବର୍ଷିବ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜି ସକାଳ ୮ଟା ୩୦ ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ।…
Read More...

ପୁଲିସ୍‌ ସର୍ଭିସ୍‌‌ ପିସ୍ତଲରୁ ଗୁଳି : ଦୁଇ ଅଟକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୁବର୍ଣ୍ଣପୁର ଜିଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲିମାଲରେ ଅଭାବନୀୟ ଘଟଣା ଘଟିଛି। ପୁଲିସ୍‌ ସର୍ଭିସ୍‌‌ ପିସ୍ତଲରୁ ଗୁଳି ଫୁଟି ୨ଜଣ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।  ପୁଲିସର…
Read More...

ଭିଜିଲାନ୍ସ ଜାଲରେ ଆଠଗଡ ବିଡ଼ିଓ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉ ଜଣେ ବିଡ଼ିଓ। କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପ୍ରଦୀପଙ୍କ ଘରେ ରେଡ୍ କରୁଛି ।…
Read More...

ଫାଇନାଲରେ ଏଣ୍ଟ୍ରି କଲେ ନୀରଜ ଚୋପ୍ରା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜାଭେଲିନ୍ ଥ୍ରୋରେ ଭାରତୀୟ ଖେଳାଳି ନୀରଜ ଚୋପ୍ରା ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି । ସେ ପ୍ରଥମ ଥ୍ରୋ ୮୯.୩୪ ମିଟର ଦୂରକୁ ଫିଙ୍ଗିଛନ୍ତି। ଏହା ସହିତ ସେ ଫାଇନାଲରେ ପହଞ୍ଚିଛନ୍ତି।…
Read More...

ନୟାଗଡ଼ ନିର୍ବାଚନ ଅନିୟମିତତା ମାମଲାରେ ଅରୁଣ ସାହୁଙ୍କୁ ନୋଟିସ୍

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ବଡ଼ ଝଟ୍‌କା ଲାଗିଛି । ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ୍‌ ଜାରି…
Read More...

ଭାସିଗଲେ କଲେଜ ଛାତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅନୁଗୁଳ ବ୍ଲକ ବସଲା ପଞ୍ଚାୟତ ସୁନାଭୂଇଁ ସାହିରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। କମ୍ପୁଟର କ୍ଲାସ ସାରି ଘରକୁ ଫେରୁଥିବା ବେଳେ ଘୋଡାଡିଆଁ ନାଳରେ ଜଣେ ଛାତ୍ରୀ ଭାସି ଯାଇଛନ୍ତି। ଘଟଣାସ୍ଥଳରେ…
Read More...

ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଛାତ୍ରୀଙ୍କୁ ଲ୍ୟାପଟପ ଓ ଭିନ୍ନକ୍ଷମ ବିବାହିତ ଦମ୍ପତିଙ୍କୁ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଛାତ୍ରୀଙ୍କୁ ଲ୍ୟାପଟପ ଓ ଭିନ୍ନକ୍ଷମ ବିବାହିତ ଦମ୍ପତିଙ୍କୁ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ | ଆଜି ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ରାଇରଙ୍ଗପୁର ଗସ୍ତ…
Read More...