ମୋମୋ ଖାଇ ଜଣେ ମୃତ, ୧୫ ଅସୁସ୍ଥ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୋମୋ ଖାଇବା ପରେ ଚାଲିଗଲା ୩୧ବର୍ଷୀୟ ମହିଳାଙ୍କ ଜୀବନ। ୧୫ଜଣ ଅସୁସ୍ଥ ହୋଇଥିବା ନେଇ ସୂଚନା। ହାଇଦ୍ରାବାଦର ବଞ୍ଜାରା ହିଲ୍ସରେ ଘଟିଛି ଏଭଳି ଘଟଣା। ଏବେ ପୁଲିସ ଏହି ଘଟଣାର ଯାଞ୍ଚ କରୁଛି।…
Read More...

ଖୁବଶୀଘ୍ର ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ପୂର୍ବରୁ ବାଦ ପଡ଼ିଥିବା ହିତାଧିକାରୀମାନଙ୍କୁ ଏହି ଯୋଜନାରେ ସାମିଲ କରାଯିବା ସହିତ ଗୋପବନ୍ଧୁ ସ୍ବାସ୍ଥ୍ୟ ଯୋଜନା ମଧ୍ୟ କାର୍ଯ୍ୟକାରୀ ହେବ। ଆୟୁଷ୍ମାନ…
Read More...

ଗର୍ଭବତୀ କର୍ମଚାରୀଙ୍କୁ ମେଡିକାଲ ଛାଡ଼ିଲେନି ସିଡିପିଓ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନିଷ୍ଠୁର ହୋଇଗଲେ ସିଡିପିଓ। ଅଧୀନସ୍ଥ ଗର୍ଭବତୀ ମହିଳା କର୍ମଚାରୀଙ୍କୁ ମେଡିକାଲ ଯିବାକୁ ଅନୁମତି ନଦେବାରୁ ଅଫିସରେ ଗର୍ଭ ଯନ୍ତ୍ରଣାରେ ଛଟପଟ ହୋଇଥିଲେ ମହିଳା କର୍ମଚାରୀ। ଶେଷରେ ଜନ୍ମ ପୂର୍ବରୁ…
Read More...

ଗୋବରରୁ ପ୍ରସ୍ତୁତ ଗୋ କାଷ୍ଠରେ ସ୍ୱର୍ଗଦ୍ୱାରରେ ହେବ ଶବଦାହ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି…
Read More...

ଯୋଗାଣ ମନ୍ତ୍ରୀଙ୍କ ରାସନକାର୍ଡକୁ ନେଇ ବଡ଼ ସୂଚନା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ଅଯୋଗ୍ୟଙ୍କୁ ଚିହ୍ନଟ ପାଇଁ ଚାଲିଛି ଇ-କେଓ୍ବାଇସି ପ୍ରକ୍ରିୟା । ରାଶନକାର୍ଡରୁ…
Read More...

ବାତ୍ୟା ସମୟରେ ମାନବିକତା ଦେଖାଇଲେ 108 ଆମ୍ବୁଲାନ୍ସ କର୍ମଚାରୀ ମାନସ ମଳିକ 

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାତ୍ୟା ସମୟରେ ମାନବିକତା ଦେଖାଇଲେ 108 ଆମ୍ବୁଲାନ୍ସ କର୍ମଚାରୀ ମାନସ ମଳିକ |ବାତ୍ୟାରେ ରୋଗୀଙ୍କୁ ଉଦ୍ଧାର କରି ଚର୍ଚ୍ଚାରେ ଆମ୍ବୁଲାନ୍ସ କର୍ମଚାରୀ ମାନସ | ବାତ୍ୟା ଦାନା ଦିନ ସକାଳେ ରାଜନଗର…
Read More...

ଜୀବନ ହାରିଲେ ୟୁଟ୍ୟୁବର୍ ଦମ୍ପତି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କେରଳ ପ୍ରସିଦ୍ଧ ୟୁଟୁବର ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ । ପୂର୍ବଦିନ ୟୁଟୁବରେ ନିଜର ଫଟୋ ସହ ଏକ ଭିଡିଓ ପୋଷ୍ଟ କରିଥିଲେ । ତା ପରଦିନ ସକାଳୁ ଘର ଭିତରୁ ମିଳିଲା ସ୍ବାମୀସ୍ତ୍ରୀଙ୍କ ମୃତଦେହ ।…
Read More...

ପପୁ ଯାଦବଙ୍କୁ ବିଷ୍ଣୋଇ ଗ୍ୟାଙ୍ଗର ଧମକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): 'ସଲମାନ ଖାନ୍‌ଙ୍କ ମାମଲରେ ଦୂରେଇ ରୁହ। ନଚେତ ମାରିଦେବୁ।' ବିହାରର ପୂର୍ଣ୍ଣିୟା ସାଂସଦ ପପୁ ଯାଦବଙ୍କୁ ଏଭଳି କିଛି ହତ୍ୟା ଧମକ ମିଳିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନାଁରେ ତାଙ୍କୁ ଧମକ…
Read More...

ଜମ୍ମୁ-କଶ୍ମୀରେ ସେନା ଗାଡ଼ି ଉପରକୁ ଗୁଳିମାଡ଼

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜମ୍ମୁ-କଶ୍ମୀର ଅଖୁନରରେ ସେନା ଗାଡ଼ିକୁ ଆକ୍ରମଣର ଜବାବ ଦେଇଛି ଭାରତୀୟ ସେନା। ୩ ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ଆଜି ସକାଳେ ସେନା ଗାଡ଼ିକୁ ଟାର୍ଗେଟ କରି ଆକ୍ରମଣ କରିଥିଲେ, ଯାହାର ଜବାବ…
Read More...

ତିରୁପତି ଇସ୍କନ ମନ୍ଦିରକୁ ବୋମା ଧମକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ତିରୁପତି ଇସ୍କନ ମନ୍ଦିରକୁ ବୋମା ଧମକ। ମନ୍ଦିରକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନିକଟରେ ଲଗାତାର ଭାବେ ଭାରତୀୟ…
Read More...