ନିର୍ବାଚନ ଲଢିବେ ଲରେନ୍ସ ବିଷ୍ଣୋଇ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆଉ ଅଧିକ ସମୟ ବାକି ନାହିଁ। ଏହି ସମୟରେ ରାଜନୈତିକ ଦଳର ଏକ ଅଜବ ବିବୃତ୍ତି ସାମ୍ନାକୁ ଆସିଛି। ଏହି ଦଳ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ…
Read More...

ପୁଣି ୩୦ ବିମାନକୁ ବୋମା ଧମକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦେଶର ସମସ୍ତ ଏୟାରଲାଇନ୍ସକୁ କ୍ରମାଗତ ଭାବେ ବୋମାରେ ଉଡାଇଦେବାକୁ ଧମକ ମିଳିବାରେ ଲାଗିଛି। ସୋମବାର ରାତିରେ ୩୦ରୁ ଅଧିକ ବିମାନ କମ୍ପାନୀକୁ ବୋମା ଧମକ ମିଳିଛି | ଏହାକୁ ନେଇ ବିମାନ କମ୍ପାନୀ କୋଟି…
Read More...

ସେବି ମୁଖ୍ୟ ମାଧବୀଙ୍କୁ ଆଶ୍ୱସ୍ତି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ୍ ବୋର୍ଡ ଅଫ୍ ଇଣ୍ଡିଆ (ସେବି) ଚେୟାରମ୍ୟାନ୍ ମାଧବୀ ପୁରୀ ବୁଚଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ତାଙ୍କୁ ଦୋଷାରୋପ କରାଯାଇ ନାହିଁ। ସରକାରୀ ସୂତ୍ରରୁ ଏହା…
Read More...

ବାତ୍ୟା ନେଇ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତୋରଣ ଖୋଲିବାକୁ ନିର୍ଦ୍ଦେଶ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ସବୁ ଜିଲା ପ୍ରଶାସନକୁ ସତର୍କ କରାଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। କୌଣସି ଦୁର୍ଘଟଣା ନଘଟିବ ସେଥିପାଇଁ ସବୁ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର।  ବାତ୍ୟା…
Read More...

କାଲିଠୁ ବର୍ଷା; ସବୁ ବନ୍ଦରକୁ ୧ନଂ ବିପଦ ସଙ୍କେତ ଜାରି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ସକାଳେ ୱେଲ୍ ମାର୍କଡ ଲୋ ପ୍ରେସର ଅବପାତରେ ପରିଣତ ହୋଇଛି। ତାହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ…
Read More...

ସତ ହେଉଛି ଖଡୀରତ୍ନ ପଞ୍ଜିକା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଚଳିତ ବର୍ଷ ଅକ୍ଟୋବର ମାସରେ ବାତ୍ୟା ହେବା ନେଇ ଅସଲି ଖଡ଼ିରତ୍ନ ପଞ୍ଜିକାରେ ଗଣନା କରାଯାଇଥିଲା। ଯାହା ଏବେ ସତ ହେବାକୁ ଯାଉଛି। ବାତ୍ୟା କେଉଁ ତାରିଖରେ ହେବ ଓ କେଉଁ କେଉଁ ଅଞ୍ଚଳ ପ୍ରଭାବିତ ହେବ…
Read More...

ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି |…
Read More...

ବନମାଲ ଗାଁରେ ୩୨ତମ ଗଜଳଷ୍ମୀ ପୂଜା ବହୁ ଧୁମଧାମରେ ପାଳିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ବାଗଦୋର ଗ୍ରାମ ପଞ୍ଚାୟତର ବନମାଲ ଗାଁ ଠାରେ ମାଁ ଗଜଳଷ୍ମୀଙ୍କ ପୂଜାର୍ଚ୍ଚନା କରାଯାଇଛି।ପ୍ରଥମ ଦିନ ସନ୍ଧ୍ୟାରେ ବିଭିନ୍ନ…
Read More...

ତିନି ଦିନ ତଳେ ନିଖୋଜ ଯୁବକଙ୍କ ମୃତ ଦେହ ଉଦ୍ଧାର କଲା ବେଳପଡା ପୋଲିସ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଭାଲୁଖାଇ ଓ ଥୁଣ୍ଡିବାହାଲ ମଝି ଜଙ୍ଗଲ ରେ ଆଜି ସକାଳେ ଏକ ମୃତ ଦେହ ଉଦ୍ଧାର ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ସଲଣ୍ଡି ଗାଁ ର…
Read More...

ପଞ୍ଚ ଭୂତରେ ବିଲୀନ ହେଲେ ଉତ୍କଳ କେଶରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପଞ୍ଚଭୂତରେ ବିଲିନ ହେଲେ ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡା | ନିଜ ଜନ୍ମ ମାଟି ଡେରାବିଶ ଖମଳ ପଞ୍ଚାୟତ ସଲାର ଗ୍ରାମ ସ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର…
Read More...