ଆଜିଠୁ ଆରମ୍ଭ ହେଉଛି +୨ ଖାତା ମୂଲ୍ୟାୟନ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି +୨ ଖାତା ମୂଲ୍ୟାୟନ। ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ। ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ଖାତା ମୂଲ୍ୟାୟନ ପାଇଁ ୬୯ଟି ଅଫ୍ ଲାଇନ୍ ଓ…
Read More...

ଗିରଫ ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡି ଦ୍ୱାରା ଗିରଫ ହେବା ପରେ ସୁପ୍ରିମକୋର୍ଟର ଦ୍ବାରସ୍ତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ।  ପୂର୍ବରୁ ଅନେକ ମୁଖ୍ୟମନ୍ତ୍ରୀ ଗିରଫ ହୋଇଛନ୍ତି,…
Read More...

ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ।  ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ନେଇ ପରିବାର…
Read More...

ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା; ଜନଜୀବନ ଅସ୍ତବ୍ୟସ୍ତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟର ଅନେକ ସ୍ଥାନରେ ଲାଗିରହିଛି ଲଗାଣ ବର୍ଷା। ଏନେଇ ଭୁବନେଶ୍ଵର ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ଏବଂ ୧୧ ଜିଲ୍ଲାକୁ ଓରେଞ୍ଜ ୱାର୍ଣିଂ ସତର୍କ ସୂଚନା ଦିଆଯାଇଛି ।…
Read More...

ପୁଣି ଧକ୍କା ଦେଲା ମୋ ବସ 

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ସକାଳୁ ରାଜଧାନୀରେ ପୁଣି ଥରେ ଆଉ ଏକ 'ମୋ ବସ୍' ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଦୁର୍ଘଟଣାରେ କେହି ମୃତାହତ ହୋଇନଥିବା ବେଳେ ଅଟୋର ସମ୍ମୁଖ ପଟ ଭାଙ୍ଗି ଚୁରମାର୍ ହୋଇପଡିଛି । ସକାଳୁ ସକାଳୁ…
Read More...

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦାମ ରାଉତ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଦାମୋଦର ରାଉତ । ତାଙ୍କର ବ୍ରେନ ଡେଡ୍ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି। ସଂକଟାପନ୍ନ ଅବସ୍ଥାରେ…
Read More...

ଏଥର ସାଲେପୁର କାହା ସପକ୍ଷରେ ?

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନେତାଙ୍କୁ ଚକମା ଦେଇଛି ସାଲେପୁର ।କଟକ ଜିଲ୍ଲା ରାଜନୀତିରେ ସାଲେପୁର ନିର୍ବାଚନ ମଣ୍ଡଳୀ ସବୁ ବେଳେ ଚକିତ କଲା ଭଳି ଫଳାଫଳ ଦେଇ ଆସିଛି। ମାତ୍ର ହଜାରେ, ଦୁଇ ହଜାର ଭୋଟରେ ହାରଜିତ ନିର୍ଣ୍ଣୟ କରେ…
Read More...

ଏଥର ପୋଷ୍ଟାଲ ବାଲାଟରେ ଭୋଟ୍ ଦେବେ କାର୍ଯ୍ୟରତ ସାମ୍ବାଦିକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭାରତ ନିର୍ବାଚନ କମିଶନଙ୍କ ଐତିହାସିକ ନିଷ୍ପତ୍ତି । ପ୍ରାଧିକୃତ ସାମ୍ବାଦିକମାନେ ଏଥର ପୋଷ୍ଟାଲ ବାଲାଟ୍ ମାଧ୍ୟମରେ କରିପାରିବେ ମତଦାନ । ନିର୍ବାଚନ ସମୟରେ ଅନେକ କାର୍ଯ୍ୟରତ ସାମ୍ବାଦିକଙ୍କୁ ନିଜ…
Read More...

ପୁଣି ହାଇକୋର୍ଟ ଦ୍ୱାରସ୍ତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବହୁଚର୍ଚ୍ଚିତ ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡିର ସମନକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଇଡିର ସମନକୁ ବେଆଇନ ଦର୍ଶାଇ କେଜରିୱାଲ ପୂର୍ବରୁ…
Read More...

ମହାରାଷ୍ଟ୍ରରେ ଭୂକମ୍ପ ଅନୁଭତ 

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭୂକମ୍ପରେ ଥରିଲା ମହାରାଷ୍ଟ୍ର ଓ ଅରୁଣାଚଳ ପ୍ରଦେଶ । ଯାହାକୁ ନେଇ ସମସ୍ତେ ଭୟଭୀତ ହୋଇଯାଇଛନ୍ତି । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ଅନୁଯାୟୀ, ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…
Read More...