୩ ଘଣ୍ଟା ମଧ୍ୟରେ ରୋଡ ଓଭର ବ୍ରିଜ୍ ଉପରେ ସ୍ଥାପନ ହେଲା ଗାର୍ଡ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ତ୍ୱରିତ ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ବଡ଼ ମାଇଲଖୁଣ୍ଟ ହାସଲ କରିଛି ଇଷ୍ଟକୋଷ୍ଟ ରେଲୱେ । ମାତ୍ର ୩ ଘଣ୍ଟା ଭିତରେ ୩୬ ମିଟର ଦୀର୍ଘ ୫ଟି ବିଶାଳ ଷ୍ଟିଲ୍ ଗାର୍ଡ ସ୍ଥାପନ କରିବାରେ ସଫଳତା ମିଳିଛି।…
Read More...

 ମାଆ , ମାଟି, ମାତୃଭାଷା ଏବଂ ସଂସ୍କୃତି ପାଇଁ ବିଷ୍ଣୁ ସେଠୀଙ୍କ ଜୀବନ ଥିଲା ସମର୍ପିତ – ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଷ୍ଣୁ ସେଠୀ ସ୍ମୃତି ସଂସଦ ଆନୁକୁଲ୍ୟରେ ଭଦ୍ରକ ଜିଲ୍ଲାର ତିହିଡି କାଳୀ ପଡ଼ିଆରେ ସାରସ୍ଵତ ସାଧକ , ଦିବଂଗତ କବି ବିଷ୍ଣୁ ସେଠୀଙ୍କ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକୀ ଅନୁଷ୍ଠିତ ହୋଇଛି । ଏହି…
Read More...

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ସହାୟତା ପ୍ରଦାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ପକ୍ଷରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଆମ୍ବୁଲାନ୍ସ କର୍ମଚାରୀଙ୍କ ପରିବାରକୁ ସହାୟତା ପ୍ରଦାନ କରାଯାଇଛି। ସୂଚନା ମୁତାବକ ସେପ୍ଟେମ୍ବର ମାସ ୮ ତାରିଖ…
Read More...

ଗୁରୁଗ୍ରାମରେ ଏକ ଦୁର୍ଘଟଣା ଘଟି ଜଣେ ବାଇକ୍‌ ଚାଳକଙ୍କର ମୃତ୍ୟୁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗୁରୁଗ୍ରାମରେ ଏକ ଦୁର୍ଘଟଣା ଘଟି ଜଣେ ବାଇକ୍‌ ଚାଳକଙ୍କର ମୃତ୍ୟୁ ଘଟିଛି। ରାସ୍ତାର ଭୁଲ୍‌ ପାର୍ଶ୍ବରେ ଯାଉଥିବା ଜଣେ କାର୍‌ ଚାଳକ ପିଟିଦେବାକୁ ବାଇକ୍‌ରେ ଯାଉଥିବା ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା…
Read More...

ଆନ୍ଦୋଳନରୁ ଓହରିଲେ କଲକାତା ଡାକ୍ତର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଲକାତା ଆର ଜି କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିରୋଧ ପ୍ରଦର୍ଶନ କରୁଥିବା କନିଷ୍ଠ ଡାକ୍ତରମାନେ ଆନ୍ଦୋଳନରୁ ଓହରିଛନ୍ତି। ଆରଜି କର ମେଡିକାଲର ଜୁନିଅର…
Read More...

୨୦୨୬ ସୁଦ୍ଧା ସମଗ୍ର ଦେଶରେ ନକ୍ସଲବାଦର ବିଲୋପ ଘଟିବ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନକ୍ସଲବାଦ୍‌କୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। ସେ କହିଛନ୍ତି କି ୨୦୨୬ ମସିହା ସୁଦ୍ଧା ନକ୍ସଲବାଦ୍‌ ପୂରାପୂରି ଭାବେ ଲୋପ ପାଇଯିବ। ଏହା ସହିତ ଶାହା…
Read More...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି ଯେ, ଗୁଜରାଟର ଏକ ପଶୁପାଳନ ଲାବୋରେଟୋରୀ…
Read More...

ମୁସଲିମ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ବିଚାରପତି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କର୍ଣ୍ଣାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ସୁପ୍ରିମ୍ କୋର୍ଟ ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରିଛନ୍ତି। ଏକ ମାମଲାର ଶୁଣାଣି ସମୟରେ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି…
Read More...

ହ୍ୟାକ ହେଲା ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ; ଆସୁଛି କ୍ରିପ୍ଟୋକରେନ୍ସି ଭିଡିଓ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ ଚ୍ୟାନେଲ ଶୁକ୍ରବାର ହ୍ୟାକ ହୋଇଯାଇଛି । ହ୍ୟାକ ହେବା ପରେ ଏଥିରେ କ୍ରିପ୍ଟୋକରେନ୍ସି ସମ୍ପର୍କୀତ ବିଜ୍ଞାପନ ପ୍ରସାରିତ କରାଯାଇଥିଲା । ଏହା ଆମେରିକା କମ୍ପାନୀ ରିପଲ…
Read More...

ମେଜର ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା; ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଦିଆଯିବା ଘଟଣାକୁ କଡା ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଥାନାରେ ଯାହା ଘଟିଲା ତାହା ଗଭୀର ଆଘାତ…
Read More...