ମହିଳାଙ୍କ ନିକଟରୁ ଗଞେଇ ଜବତ; ମହିଳା ଗିରଫ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମହିଳାଙ୍କ ନିକଟରୁ ଗଞେଇ ଜବତ | ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ଏକ ଯାତ୍ରୀବାହୀ ବସରୁ ଗଞେଇ ଜବତ।ମହିଳା ଗିରଫ। ସୂଚନା ଅନୁସାରେ ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ଏକ ଘରୋଇ ବସରେ ଉଦଳା ଅଞ୍ଚଳର…
Read More...

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶପଥ ନେବେ ଦିଲ୍ଲୀର ଭାବି ମୁଖ୍ୟମନ୍ତ୍ରୀ ଆତିଶୀ ମରଲେନ ସିଂହ । ଆସନ୍ତା ୨୧ ତାରିଖରେ ଆତିଶୀ ଓ ତାଙ୍କ ମନ୍ତ୍ରୀ ମଣ୍ଡଳ ଶପଥ ଗ୍ରହଣ କରିବେ । ଏନେଇ ଦଳ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି।…
Read More...

ପେଜର ପରେ ୱାକିଟକି ବିସ୍ଫୋରଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲେବାନନରେ ସେପ୍ଟମ୍ବର ୧୭ରେ ପେଜରର ସିରିୟଲ ବିସ୍ଫୋରଣ ଦେଶକୁ ଥରହର କରି ଦେଇଥିଲା । ଏହା ପଛରେ ଇସ୍ରାଏଲର ହାତ ଥିବା ଲେବାନନ ସନ୍ଦେହ କରୁଛି । ପେଜର ବିସ୍ଫୋରଣ ଘଟଣା ସାରା ବିଶ୍ୱକୁ…
Read More...

ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌; ଟ୍ରାକ୍‌ରୁ ଖସିଲା ବଗି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଉତ୍ତରପ୍ରଦେଶ ମଥୁରାରେ ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌। ଟ୍ରେନ୍‌ର ୨୫ଟି ବଗି ଟ୍ରାକ୍‌ରୁ ଖସି ଯାଇଥିବା ଜଣାଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ବୃନ୍ଦାବନ ନିକଟରେ…
Read More...

ଭସାଣି ବେଳେ ବିଦ୍ୟୁତ ତାର ଛିଣ୍ଡି ଜଣେ ମୃତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗଣେଶ ମୂର୍ତ୍ତି ଭସାଣ ବେଳେ ଅଘଟଣ ଘଟିଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ଜଣେ ଯୁବକଙ୍କ ଜୀବନ। ଅନ୍ୟ ଜଣେ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ପୁରୁଷୋତ୍ତମପୁର ଥାନା ଜଗନ୍ନାଥପୁର ଶାସନ…
Read More...

ନନ୍ଦନକାନନରୁ ୧୩ କୃଷ୍ଣସାର ମୃଗ ଗଲେ ବାଲୁଖଣ୍ଡ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ପୁଣି ନନ୍ଦନକାନନରୁ ଆଉ ୧୩ ଟି କୃଷ୍ଣସାର ମୃଗ ବାଲୁଖଣ୍ଡ ଅଭୟାରଣ୍ୟ ଯାଇଛନ୍ତି ।  ବୁଧବାର ରାତିରେ ଦ୍ବିତୀୟ ପର୍ଯ୍ୟାୟରେ ଏକ ସ୍ବତନ୍ତ୍ର ଭ୍ୟାନରେ ପୁରୀ କୋଣାର୍କ ସ୍ଥିତ ବାଲୁଖଣ୍ଡ ଅଭୟାରଣ୍ୟ…
Read More...

‘ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ’

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଏଣିକି ସବୁ ରାଜ୍ୟରେ ଖୋଲିବ ମେଡିକାଲ କଲେଜ । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ ମୋହନ…
Read More...

କରମା ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣ ଦୁଷ୍କର୍ମ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୁନ୍ଦରଗଡ଼ କୁତ୍ରା ଥାନା ଅଞ୍ଚଳରେ ଲଜ୍ଜା। କରମା ପୂଜା ଦେଖିବାକୁ ଆସିଥିବା ବେଳେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୩ ଜଣ ସଂପୃକ୍ତ ଥିବା କୁତ୍ରା ଥାନାରେ…
Read More...

ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପରିଚୟପତ୍ର; ଲାଗୁ ହେବ ସ୍ୱତନ୍ତ୍ର ଡ୍ରେସ୍ କୋଡ୍

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଡାକ୍ତର, ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟ ସେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି | ସବୁ…
Read More...

ଖରସ୍ରୋତା ନଦୀକୁ ଡେଇଁଲେ ମହିଳା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଖରସ୍ରୋତା ସେତୁରୁ ନଦୀକୁ ଡେଇଁ ପଡ଼ିଲେ ମହିଳା। ସେତୁ ଉପରେ ସ୍କୁଟି, ମୋବାଇଲ୍ ଓ ଚପଲ ରଖି ଡେଇଁ ପଡ଼ି ନିଖୋଜ ଅଛନ୍ତି ଯୁବତୀ। ସଦର ଥାନା ବରୁହାଁ ନିକଟ ସେତୁରୁ ନଦୀକୁ ଡେଇଁ ପଡ଼ିଥିବା ସୂଚନା…
Read More...