ଅର୍ଚ୍ଚନା ନାଗଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
ଓଡ଼ିଆ ନ୍ୟୁଜ୍: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ତରଫରୁ ଅର୍ଚ୍ଚନା ନାଗଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ୨୦୨୫, ମେ ୧୦ରେ ରାଜ୍ୟ ଆଇନଜୀବୀ ପରିଷଦ ତରଫରୁ ଅର୍ଚ୍ଚନା ଓକିଲାତି ପାଇଁ ଲାଇସେନ୍ସ ପାଇଥିଲେ। ଓକିଲାତି…
Read More...
Read More...