ହାଇୱାକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୫ଯାତ୍ରୀ ଆହତ
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ହାଇୱାକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ଦିନ ଏକ ଘରୋଇ ଯାତ୍ରୀବାହୀ ବସ୍ ସହ ଡମ୍ପର ମୁହାଁମୁହିଁ ଧକ୍କା ହୋଇଛି।…
Read More...
Read More...