ଓଡ଼ିଆ ନ୍ୟୁଜ୍: ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ନିଯୁକ୍ତ।ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର।୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।
ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ। ସେମାନେ ହେଳେ ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ ସଦସ୍ୟ ନିଯୁକ୍ତ ଭାବେ ନିଯୁକ୍ତ ହୋଇଛନ୍ତି।କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ମଧ୍ୟ ନିଯୁକ୍ତ ହୋଇଛନ୍ତି।