ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ବନ୍ୟା ପାଣି

0

ଓଡ଼ିଆ ନ୍ୟୁଜ୍: ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ବନ୍ୟା ପାଣି।କଟକ ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ଗେଟ୍ ଖୋଲାଯାଇଥିବାରୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି । ବନ୍ୟାଜଳ ଯଦିଓ ମା’ଙ୍କ ମନ୍ଦିରକୁ ଛୁଇଁଛି ତଥାପି ମାଙ୍କୁ ଜଳାଶାୟୀ କରିପାରିନି । ଗତକାଲି ଠାରୁ ବନ୍ୟାଜଳ ବଢିବାରେ ଲାଗିଛି । ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ ।

Leave A Reply

Your email address will not be published.