ଭିଜିଲାନ୍ସ ଜାଲରେ ବାରଙ୍ଗ ଅତିରିକ୍ତ ତହସିଲଦାର

0

ଓଡ଼ିଆ ନ୍ୟୁଜ୍: ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ। ବାରଙ୍ଗ ତହସିଲ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢାଉ ଜାରି। ଭୁବନେଶ୍ୱର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା ଠାବ। ବଡ଼ଗଡ଼ ବ୍ରିଟ୍ କଲୋନୀରେ ୩ ମହଲା ଓ ଖୋର୍ଦ୍ଧାର ସାନପଲ୍ଲାରେ ୨ ମହଲା କୋଠା।ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି। ୪ DSP, ୭ ଇନ୍ସପେକ୍ଟର, ଜଣେ SI ଓ ୮ ASI ଚଢାଉରେ ସାମିଲ୍। ଜିତେନ୍ଦ୍ରଙ୍କ ୪ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ । ଭୁବନେଶ୍ବର ବଡ଼ଗଡ଼ ଗୋପାଳୁଣି ନଗର, ବ୍ରିଟ କଲୋନୀ, ଖୋର୍ଦ୍ଧା ଓ ବାରଙ୍ଗ ତହସିଲ କାର୍ଯ୍ୟାଳୟରେ ଥିବା ଜିତେନ୍ଦ୍ରଙ୍କ ଚ୍ୟାମ୍ବରରେ ରେଡ ହୋଇଛି । ଏହି ଚାଉରେ ୪ ଜଣ ଡିଏସପି, ୭ ଇନ୍ସପେକ୍ଟର ନିୟୋଜିତ ହୋଇଛନ୍ତି ।

Leave A Reply

Your email address will not be published.