ଜମିଜମା ବିବାଦକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା

0

ଓଡ଼ିଆ ନ୍ୟୁଜ୍: ରାଜଧାନୀ ଭୁବନେଶ୍ୱରରେ ପୁଣି ବୁଲିଲା ଖଣ୍ଡା । ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା । ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରେ ୩ ଜଣ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଅଭିଯୁକ୍ତ । ଭରତପୁରର ୨୦ରୁ ୩୦ଜଣ ଯୁବକ ସଂଘବଦ୍ଧ ଭାବରେ ଆସି ଆକ୍ରମଣ କରିଥିବା ଅଭିଯୋଗ । ଆକ୍ରମଣରେ ବିଶୁ, ବାପି, ସଂଗ୍ରାମ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଘଟଣାସ୍ଥଳରେ ଭରତପୁର ଥାନା ଅଧିକାରୀ ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି ।

Leave A Reply

Your email address will not be published.