ଓୟୋ ହୋଟେଲ ତଳୁ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

0

ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି-ଜାଗମରା ପଞ୍ଚସଖା ନଗରରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଏଠାରେ ଥିବା ଏକ ଓୟୋ ହୋଟେଲ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ମିଳିବା ପରେ ଏହାକୁ ନେଇ ତନାଘନା ଚାଲିଛି।

ପୁରୁଷ ବନ୍ଧୁଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତ ଯୁବତୀଙ୍କ ମା’। ଓୟୋ ଛାତରୁ ଠେଲି ପୁରୁଷ ବନ୍ଧୁ ହତ୍ୟା କରିଥିବା ମୃତ ଯୁବତୀଙ୍କ ମା’ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌, ସିସିଟିଭି ଜବତ କରିଥିବାବେଳେ ପୁରୁଷ ବନ୍ଧୁଙ୍କୁ ଅଟକ ରଖି ଖଣ୍ଡଗିରି ପୋଲିସ ପଚରାଉଚରା ଜାରିରଖିଛି

Leave A Reply

Your email address will not be published.