ଘୋଡ଼ା ବେପାରରେ ବିକ୍ରି ହୋଇଗଲେ ଜୟ ଢୋଲକିଆ: ବିଜେଡି

0

ଓଡ଼ିଆ ନ୍ୟୁଜ୍: ଜୟ ଢୋଲକିଆ ବିଜେପିରେ ମିଶିବା ପରେ ବିଜେଡିର ପ୍ରତିକ୍ରିୟା। ପ୍ରେସମିଟ୍‌ କରି ଜୟ ଢୋଲକିଆଙ୍କୁ ଟାର୍ଗେଟ୍‌ କଲେ ପ୍ରତାପ ଜେନା।‘ଘୋଡ଼ା ବେପାରରେ ବିକ୍ରି ହୋଇଗଲେ ଜୟ ଢୋଲକିଆ। ରାଜୁ ଭାଇ ଯଦି ବଞ୍ଚିଥାନ୍ତେ ତାହେଲେ ଏକଥାକୁ ପସନ୍ଦ କରି ନ ଥାନ୍ତେ। ‘ଜୟ ବିଜେପିରେ ମିଶିଲେ ବି ନୂଆପଡ଼ାରେ କୌଣସି ପ୍ରଭାବ ପଡ଼ିବନି’।‘ପୋଷ୍ୟ ପୁତ୍ର ଥିଲେ, ରାଜୁ ଢୋଲକିଆଙ୍କ ରକ୍ତ ପ୍ରବାହିତ ହେଉନି’।

ରାଜେନ୍ଦ୍ର ଢୋଲକିଆଙ୍କ ଆତ୍ମା କେବେ ଜୟଙ୍କୁ କ୍ଷମା ଦେବନି। ମୁଖ୍ୟମନ୍ତ୍ରୀ କିଛି ଦିନ ପୂର୍ବରୁ ଶିଳାନ୍ୟାସ କରିଥିବା ପ୍ରକଳ୍ପକୁ ନବୀନ। ଉଦ୍‌ଘାଟନ କରିଥିଲେ। ବିଜେପିରେ ଜୟଙ୍କର ଏ ମିଶ୍ରଣ ଲୋକଙ୍କ ଦ୍ୱାରା ନାପସନ୍ଦ ହୋଇଛି।ଜୟ ପ୍ରକୃତରେ ଯଦି ରାଜେନ୍ଦ୍ରଙ୍କ ନିଜ ପୁଅ ହେଇ ଥାଆନ୍ତେ ସେ ବିଜେପିରେ ମିଶି ନଥାନ୍ତେ। ଜୟ ଢୋଲକିଆ ପୋଷ୍ୟ ପୁଅ ଯୋଗୁ ବିଜେପିକୁ ଗଲେ।

Leave A Reply

Your email address will not be published.