ଭିଜିଲାନ୍ସ ଜାଲରେ ବୌଦ୍ଧ MVI

0

ଓଡ଼ିଆ ନ୍ୟୁଜ୍: ଭିଜିଲାନ୍ସ ଜାଲରେ ବୌଦ୍ଧ MVI । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ । ଏକାସାଙ୍ଗ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । ବର୍ତ୍ତମାନ ଯାଏଁ ଅନେକ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ଚଢାଉ ।ଯେଉଁଥିରେ ମୟୂରଭଞ୍ଜର ବାରିପଦା, ବୌଦ୍ଧ ଓ ଭୁବନେଶ୍ବରରେ ଥିବା ଘର, ଅଫିସର ଆଦି ସ୍ଥାନ ରହିଛି । ଏହି ଚଢାଉରେ ଭିଜିଲାନ୍ସର ୪ ଡିଏସ୍‌ପିଙ୍କ ସହ ୭ ଜଣ ଇନ୍‌ସିପେକ୍ଟର ସାମିଲ ରହିଛନ୍ତି । ବର୍ତ୍ତମାନ ଯାଏଁ ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ।

Leave A Reply

Your email address will not be published.