ଓଡ଼ିଆ ନ୍ୟୁଜ୍: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ବୁଧବାର ସଂଧ୍ୟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ ।
ବୁଧବାର ସଂଧ୍ୟାରେ ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ । ତେବେ କେଉଁ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।