Browsing Category

National

ମଦ ଦୁର୍ନୀତି ମାମଲାରେ ସିବିଆଇର ଗିରଫଦାରୀ ବିରୋଧରେ ହାଇକୋର୍ଟ ଗଲେ ‌‌କେଜ୍ରିୱାଲ୍‌

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମଦ ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ଗିରଫ ହେବା ବିରୋଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ଦିଲ୍ଲୀ ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି।…
Read More...

କମିଲା ବାଣିଜ୍ୟିକ ଏଲ୍‌ପିଜି ସିଲିଣ୍ଡର୍‌ ଦର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମହଙ୍ଗା ମାଡରୁ କିଛିଟା ଆଶ୍ୱସ୍ତି ଦେଇଛି ଗ୍ୟାସ ଦର । ବ୍ୟବସାୟିକ ଅନୁଷ୍ଠାନରେ ବ୍ୟବହାର ହେଉଥିବା ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଛି । ସୋମବାର ନୂଆଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ…
Read More...

ନିଟ୍ ପୁନଃପରୀକ୍ଷା ଫଳ ପ୍ରକାଶିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପ୍ରଶ୍ନପତ୍ର ପ୍ରଘଟ ପରେ ପୁନର୍ବାର ଅନୁଷ୍ଠିତ ହୋଇଥିବା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ନିଟ୍‌) ୟୁଜି ଫଳାଫଳ ପ୍ରକାଶ ପାଇଛି। ଜାତୀୟ ପରୀକ୍ଷା ପରିଚାଳନା ସଂସ୍ଥା(ଏନଟିଏ) ପକ୍ଷରୁ ପରୀକ୍ଷା…
Read More...

ଆଜିଠୁ ଲାଗୁ ହେଲା ନୂଆ ଅପରାଧିକ ଆଇନ୍

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବ୍ରିଟିଶ ଶାସନ କାଳରୁ ଦେଶରେ ପ୍ରଚଳିତ ଫୌଜଦାରି ଆଇନର ଅନ୍ତ ଘଟିଛି । ଆଜିଠୁ ଦେଶରେ ଲାଗୁ ହୋଇଛି ତିନି ନୂଆ ଅପରାଧିକ ଆଇନ୍‌ । ଏଥିସହିତ ଉଚ୍ଛେଦ ହୋଇଛି ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ…
Read More...

ୟୁଜିସି ନେଟ୍‌ ପାଇଁ ନୂଆ ତାରିଖ ଘୋଷଣା କଲା ଏନଟିଏ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ୟୁଜିସି ନେଟ୍‌ ପାଇଁ ନୂଆ ତାରିଖ ଘୋଷଣା କଲା ଏନଟିଏ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ଏହି ପରୀକ୍ଷା ହେବ ।  ଏଥିସହ ଜଏଣ୍ଟ ସିଏସଆଇଆର ୟୁଜିସି-ନେଟ୍ ତାରିଖ ମଧ୍ୟ ଘୋଷଣା ହୋଇଛି ।…
Read More...

ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ। ଆଜି ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପମୁଖ୍ୟମନ୍ତ୍ରୀ କେଭି…
Read More...

କାର ଧକ୍କାରେ ଓଲଟି ପଡ଼ିଲା ସ୍କୁଲ୍ ବସ୍‌

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ତେଲେଙ୍ଗାନାର ହାନମାକୋଣ୍ଡାରେ ଘଟିଛି ଏକ ଭୟଙ୍କର ଦୁର୍ଘଟଣା। ଜାତୀୟ ରାଜପଥରେ କାର ଧକ୍କାରେ ଓଲଟି ପଡ଼ିଲା ସ୍କୁଲ୍‌ ବସ୍‌। ଏଥିରେ ୧୫ରୁ ଅଧିକ ଶିକ୍ଷାର୍ଥୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩…
Read More...

ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ମିଳିଛି ଜାମିନ୍‌

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ନେତା ହେମନ୍ତ ସୋରେନଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି।  ବହୁଚର୍ଚ୍ଚିତ ଜମି ଦୁର୍ନୀତି ମାମଲାରେ ଝାଡଖଣ୍ଡ ହାଇକୋର୍ଟ…
Read More...

ପେପର ଲିକ୍ ଘଟଣାରେ ଦୋଷୀ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ନିଟ୍‌ ପେପର ଲିକ୍‌କୁ ନେଇ ମଧ୍ୟ ତାଙ୍କ…
Read More...

ଅସୁସ୍ଥ ଆଡଭାନୀ, ହସ୍ପିଟାଲରେ ଭର୍ତ୍ତି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଭାରତରତ୍ନ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ବୁଧବାର ବିଳମ୍ବିତ ରାତିରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା…
Read More...