Browsing Category

National

ଏୟାର ଇଣ୍ଡିଆ ବିମାନକୁ ବୋମାରେ ଉଡ଼ାଇ ଦେବାକୁ ମିଳିଲା ଧମକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମୁମ୍ବାଇରୁ ନ୍ୟୁୟର୍କ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମାରେ ଉଡାଇବାକୁ ଧମକ ଦିଆଯାଇଛି। ଏହାକୁ ନେଇ ବିମାନରେ ଥିବା ଯାତ୍ରୀଙ୍କ ମଧ୍ୟରେ ଭୟ ଖେଳିଯାଇଛି।  ସୋମବାର ସକାଳେ ଦିଲ୍ଲୀର…
Read More...

ରତନ ଟାଟାଙ୍କ ବିୟୋଗରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ। ଜଣେ ରତ୍ନଙ୍କୁ ହରାଇଛି ଭାରତ । ୮୬ ବର୍ଷ ବୟସରେ ମୁମ୍ବାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି।  ବାର୍ଦ୍ଧକ୍ୟଜନିତ ଅସୁସ୍ଥତା…
Read More...

ବିଜୟ ପଥରେ ଭାରତର ସବୁ ଧନୀ ମହିଳା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଚାଲିଛି ହରିୟାଣା ଏବଂ ଜାମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ଭୋଟ ଗଣତି | ପ୍ରାରମ୍ଭିକ ପର୍ଯ୍ୟାୟରେ ହରିୟାଣାରେ ବିଜେପି ଆଗରେ ଥିବା ବେଳେ ଜମ୍ମୁକାଶ୍ମୀରରେ କଂଗ୍ରେସ ଆଗରେ ରହିଛି | ତେବେ ଆମେ…
Read More...

କେଜ୍ରିଓ୍ବାଲଙ୍କ ପୁରୁଣା ଠିକଣାକୁ ସିଫ୍ଟ ହେଲେ ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସେମାବାର ଠାରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ରହିବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଫ୍ଲାଗଷ୍ଟାଫ୍ ରୋଡ୍  ସ୍ଥିତ ପୁରୁଣା ମୁଖ୍ୟମନ୍ତ୍ରୀଙ୍କ…
Read More...

ପ୍ରଥମ ଥର କଂଗ୍ରେସ ହାତକୁ ଗଲା ଜୁଲାନା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ ଲଢ଼ୁଥିବା ବିବାଦୀୟ କୁସ୍ତି ଯୋଦ୍ଧା…
Read More...

କୋଇଲା ଖଣିରେ ବିସ୍ଫୋରଣ; ୭ ଶ୍ରମିକ ମୃତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପଶ୍ଚିମବଙ୍ଗର ବୀରଭୂମ ଜିଲାର ଳୋକପୁର ଥାନା ଅଞ୍ଚଳରେ ଥିବା ଏକ କୋଇଲା ଖଣିରେ ବିସ୍ଫୋରଣ ଘଟି ୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ରୁ ଅଧିକ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି।…
Read More...

ନିଜ ସ୍ୱାସ୍ଥ୍ୟ ବିଷୟରେ ନିଜେ ଅପଡେଟ୍‌ ଦେଲେ ରତନ ଟାଟା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି ବୋଲି ସୋସିଆଲ୍‌ ମିଡିଆରେ ଏକ ଖବର ଘୂରି ବୁଲୁଛି। ଏବେ ଜାଣିବାକୁ ମିଳିଛି ଯେ ଏହା ବ୍ଲଡ…
Read More...

ଲାଲୁ ପ୍ରସାଦ ଓ ତାଙ୍କର ଦୁଇ ପୁଅଙ୍କୁ ମିଳିଲା ଜାମିନ୍‌

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆର୍‌ଜେଡି ସୁପ୍ରିମୋ ତଥା ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ପରିବାରକୁ ମିଳିଛି ଜାମିନ।…
Read More...

ଏୟାର୍‌ ସୋ’ ପାଇଁ ଚାଲିଗଲା ୫ ଜୀବନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରବିବାର ଦିନ ଚେନ୍ନାଇରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଏୟାର ସୋ’ ସମୟରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଅଧିକ ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରବିବାର ଭାରତୀୟ…
Read More...

ଦିଲ୍ଲୀରେ ମାଓ ମୁକାବିଲା ପାଇଁ ବୈଠକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦେଶରେ ବାମପନ୍ଥୀ ଉଗ୍ରବାଦ (ମାଓ-ନକ୍ସଲବାଦ) ମୁକାବିଲା ରଣନୀତି ପାଇଁ ଆଜି ଦିଲ୍ଲୀରେ ବସୁଛି ମାଓ-ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ। ଏହି ବୈଠକରେ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ,…
Read More...