Browsing Category

National

କୁଏତ ଅଗ୍ନିକାଣ୍ଡରେ ମୃତକଙ୍କ ମଧ୍ୟରେ ୨ଜଣ ଓଡ଼ିଆ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କୁଏତରେ ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୨ ଓଡ଼ିଆଙ୍କ ଜୀବନ। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। ମହମ୍ମଦ ଜହୁରଙ୍କ ମୃତ୍ୟୁ ନେଇ ତାଙ୍କ ଭାଇ ମହମ୍ମଦ କୌରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଠଗଡ…
Read More...

ପେପର୍‌ ଲିକ୍‌ ହୋଇନି କହିଲେ ଶିକ୍ଷା ମନ୍ତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଚଳିତ NEET UG ରେଜଲ୍ଟ ପ୍ରକାଶ ପାଇବା ପରଠାରୁ ବିବାଦ ଆରମ୍ଭ ହୋଇଛି। ଏଥିରେ ହେରଫେର୍‌ କରାଯାଇଥିବା ନେଇ ଛାତ୍ରଛାତ୍ରୀମାନେ ଅଭିଯୋଗ ଆଣିଛନ୍ତି। ନିଟ୍ କାଉନସେଲିଂ ଉପରେ ରୋକ୍ ଲାଗିବନି। ୧୫୬୩…
Read More...

ଆଇସକ୍ରିମରୁ ବାହାରିଲା କଟା ମଣିଷ ଆଙ୍ଗୁଠି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୁମ୍ବାଇରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି।  ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍‌କ୍ରିମ୍‌ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି…
Read More...

ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ତାଙ୍କର ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି।…
Read More...

ସୁପ୍ରିମକୋର୍ଟଙ୍କ NEET ଛାଟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା(NEET) ରେଜଲ୍ଟ ବିବାଦ ମାମଲାରେ ସୁପ୍ରିମକୋର୍ଟରେ ଆଜି ବଡ ରାୟ ପ୍ରକାଶ କରିଛନ୍ତି । ପୁଣି ଥରେ ହେବ NEET UG ପରୀକ୍ଷା। ରଦ୍ଦ ହେବ ଛାତ୍ରଛାତ୍ରୀଙ୍କ…
Read More...

ଜୁନ୍ ୨୪ ତାରିଖରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ । ଏଥିରେ ୮ଟି କାର୍ୟ୍ୟ ଦିବସ ରହିବ । ସେହିପରି ଜୁଲାଇ ୩ ତାରିଖରେ ଅଧିବେଶନ ଶେଷ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ତେବେ…
Read More...

ଆତଙ୍କବାଦୀଙ୍କ ସ୍କେଚ୍ ଜାରି, ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜମ୍ମୁ-କାଶ୍ମୀର ରିୟାସି ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣରେ ୧୦ ଜଣ ତୀର୍ଥ ଯାତ୍ରୀଙ୍କ ମୃତ୍ୟୁ ଘଟଣା। ପୁଲିସ୍ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିବା ସହ…
Read More...

ପୁଣିଥରେ ଜାମ୍ମୁ କାଶ୍ମୀରରେ ଆତଙ୍କୀ ହାମଲା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣିଥରେ ଜାମ୍ମୁ କାଶ୍ମୀରରେ ଆତଙ୍କୀ ହାମଲା । ଜାମ୍ମୁ କାଶ୍ମୀରର ଡୋଡା ଜିଲ୍ଲାରେ ସେନାର ଅସ୍ଥାୟୀ କ୍ୟାମ୍ପ ଉପରେ ଆକ୍ରମଣ କରିଛନ୍ତି ଆତଙ୍କବାଦୀ । ଆତଙ୍କବାଦୀଙ୍କ ଗୁଳିଚାଳନା ପରେ…
Read More...

ନୂଆ ସ୍ଥଳସେନା ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ। ସେ ଚଳିତମାସ ୩୦ ତାରିଖରେ ବର୍ତ୍ତମାନର ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କଠାରୁ ଦାୟିତ୍ବ ଗ୍ରହଣ କରିବେ । ଗତକାଲି…
Read More...

ଆନ୍ଧ୍ରରେ ପୁଣି ଆରମ୍ଭ ହେଲା ନାଇଡୁଙ୍କ ଶାସନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆନ୍ଧ୍ରରେ ପୁଣି ଆରମ୍ଭ ହେଲା ଚନ୍ଦ୍ରବାବୁ ନାଇଡୁଙ୍କ ଶାସନ । ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ। ତାଙ୍କୁ ରାଜ୍ୟପାଳ ଏସ୍‌ ଅବ୍ଦୁଲ ନଜିର ପଦ…
Read More...