Browsing Category

National

ଆଜି ସକାଳୁ ଚୀନରେ ପ୍ରବଳ ଭୂମିକମ୍ପ ଅନୁଭୂତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗୁରୁବାର ସକାଳେ ଚୀନ୍‌ର କିଙ୍ଘଇ ପ୍ରଦେଶରେ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ ହୋଇଛି।ଭୂକମ୍ପ ଉତ୍ତର-ପଶ୍ଚିମ ଚୀନ୍‌ର କିଙ୍ଘଇ ପ୍ରଦେଶର ମାଙ୍ଗ୍ୟା ସହରରେ…
Read More...

ବହୁଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା; ନିରାଶ ହେଲେ କେଜ୍ରିଓ୍ବାଲ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ବହୁଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା । ନିରାଶ ହେଲେ କେଜ୍ରିଓ୍ବାଲ ।  ରିମାଣ୍ଡ ସରିବା ପରେ ଆଜି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟରେ ହାଜର କରିଥିଲା ଇଡି । ମାମଲା ଶୁଣାଣି ହେବା…
Read More...

ନିର୍ବାଚନ ପୂର୍ବରୁ ଏକଜିଟ ପୋଲ ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ ଆୟୋଗ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ମାସ ଏପ୍ରିଲ 19 ତାରିଖରୁ 7ଟି ପର୍ଯ୍ୟାୟରେ ହେବ ଲୋକସଭା ନିର୍ବାଚନ । ନିର୍ବାଚନ ପୂର୍ବରୁ ଏକଜିଟ ପୋଲ ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ ଆୟୋଗ ।  ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟିଂ।…
Read More...

ରାଷ୍ଟ୍ରପତି ଭବନରେ ଭାରତ ରତ୍ନ ସମାରୋହ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଏହି ୫ ମହାନ ବ୍ୟକ୍ତିତ୍ୱଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ଚଳିତ ବର୍ଷ କର୍ପୁରୀ ଠାକୁର, ଏମଏସ ସ୍ୱାମୀନାଥନ୍‌‌, ଚୌଧୁରୀ…
Read More...

‘କେଜ୍ରିୱାଲଙ୍କୁ ଆଶୀର୍ବାଦ ଅଭିଯାନ’ ଆରମ୍ଭ, ପତ୍ନୀ ଦେଲେ ହ୍ବାଟ୍ସଆପ ନମ୍ବର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବହୁ ଚର୍ଚ୍ଚିତ ଦିଲ୍ଲୀ ଅବକାରୀ ମଦ ଦୁର୍ନୀତି ମାମଲାରେ ଇଡି ହେପାଜତରେ ରହି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଜେଲରୁ ସରକାର ଚଳାଉଛନ୍ତି ।  ପତ୍ନୀ ସୁନୀତା ବାରମ୍ବାର ସାମ୍ବାଦିକ ସମ୍ମିଳନୀ…
Read More...

ମାଫିଆ ଡନ୍ ମୁଖତାର ଅଂସାରୀର ମୃତ୍ୟୁ ହେବ ନ୍ୟାୟିକ ତଦନ୍ତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଉତ୍ତରପ୍ରଦେଶର ବାନ୍ଦା ଜେଲରେ ମାଫିଆ ଡନ୍ ମୁଖତାର ଅନସାରୀଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶରେ ରାଜନୈତିକ ଉଷ୍ମତା ବଢିଯାଇଛି ।ମୁଖତାର ଅଂସାରୀଙ୍କ ପୁଅ ଉମର ଅଂସାରୀ ଗୁରୁବାର ରାତିରେ ମାମଲାର ତଦନ୍ତ…
Read More...

ଜମ୍ମୁ କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜମ୍ମୁ କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଟ୍ୟାକ୍ସି ଗଭୀର ଖାଇକୁ ଖସିପଡିବାରୁ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି।  ଶୁକ୍ରବାର ଦିନ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏହି ଘଟଣା ଘଟିଥିବା…
Read More...

ବିଲ୍ ଗେଟ୍ସଙ୍କୁ ପ୍ରସ୍ତାବ ଦେଲେ ମୋଦି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଏକ ଆଲୋଚନା ହୋଇଛି।  ଦୁହିଁଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ବିଜ୍ଞାନ,…
Read More...

ପରଲୋକରେ ତାମିଲନାଡୁର ଏମଡିଏମକେ ସାଂସଦ ଏ ଗଣେଶାମୂର୍ତ୍ତି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ପରଲୋକରେ ତାମିଲନାଡୁର ଏମଡିଏମକେ ସାଂସଦ ଏ ଗଣେଶାମୂର୍ତ୍ତି | ଟିକେଟ ନମିଳିବାରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ତାମିଲନାଡୁର ଏମଡିଏମକେ ସାଂସଦ ଏ ଗଣେଶାମୂର୍ତ୍ତି ତାଙ୍କର ଆଜି ପରଲୋକ ହୋଇଛି | ଆଜି…
Read More...

21ଦିନ ପରେ ଶେଷ କଲେ ଅନଶନ ୱାଙ୍ଗଚୁକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କେବଳ ଲୁଣ ପାଣି ପିଇ ୨୧ ଦିନ ଧରି ବିକ୍ଷୋଭ କରୁଥିବା ବିଶିଷ୍ଟ ପରିବେଶବିତ ତଥା ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକ ଆଜି ନିଜର ଆମରଣ ଅନଶନ ଶେଷ କରିଛନ୍ତି। ଲଦାଖକୁ ରାଜ୍ୟ ମାନ୍ୟତା ଓ ଏହାର ଏହାର…
Read More...