Browsing Category

#Odianews

ଭୁବନେଶ୍ବରରେ ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଜଳ ଯୋଗାଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅଧା ଭୁବନେଶ୍ୱରରେ ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଜଳ ଯୋଗାଣ। ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ୍ ମରାମତି ଯୋଗୁଁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରଖାଯିବ ବୋଲି…
Read More...

ରାଜଧାନୀରେ ଫେକ୍ କଲ୍ ସେଣ୍ଟର ଠାବ ହେବା ପରେ ୩ ଦିନିଆ ରିମାଣ୍ଡରେ ୬ ଅଭିଯୁକ୍ତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ରାଜଧାନୀରେ ଫେକ୍ କଲ୍ ସେଣ୍ଟର କରି ଲୋକଙ୍କୁ ଚୁନ ମାରୁଥିବା ଅଭିଯୋଗରେ ଗିରଫ ହୋଇଥିବା ୬ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍‌ ପୁଲିସ। ଭୁବନେଶ୍ୱର କୋର୍ଟରୁ ଅନୁମତି ମିଳିବା…
Read More...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା…
Read More...

ଆଜିଠୁ ଆରମ୍ଭ ପବିତ୍ର କାର୍ତ୍ତିକ ବ୍ରତ; ଚଳଚଞ୍ଚଳ ପୁରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ | ଚଳଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର। ଧର୍ମ ମାସରେ ପୁଣ୍ୟ ଅର୍ଜନ କରିବାକୁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ…
Read More...

ଡଗରା ସ୍ବତନ୍ତ୍ର ଭିନ୍ନକ୍ଷମ ବିଦ୍ୟାଳୟରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ପାଳିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲିଆପାଳ ବ୍ଲକ ବିଜୁ ଜନତା ଦଳ ତରଫରୁ ଆଜି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଡଗରା ସ୍ଥିତ ସ୍ବତନ୍ତ୍ର ଆବାସିକ ବିଦ୍ୟାଳୟରେ ନିଆରା ଢଙ୍ଗରେ…
Read More...

ନାଗରିକ ମଞ୍ଚ ତରଫରୁ ସାମ୍ବାଦିକ ସମ୍ମିଳନୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋର ପୌର ପାଳିକା ଅନ୍ତର୍ଗତ ଉତ୍ତରେଶ୍ୱର ସଂସ୍କୃତି ଭବନଠାରେ ସୋର ନାଗରିକ ମଞ୍ଚ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ୧୬ ନମ୍ବର ଜାତୀୟ ରାଜପଥ ୪ଟିକିଆ…
Read More...

ରାଇରଙ୍ଗପୁରରେ ମହାସମାରୋହରେ ଗଜଲକ୍ଷ୍ମୀ ପୂଜା ଅନୁଷ୍ଠିତ 

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜଗତଜନନୀ ମା ଲକ୍ଷ୍ମୀ କରୁଣାମୟୀ, ଭକ୍ତିମୟୀ ଓ ଶ୍ରଦ୍ଧାମୟୀ ଦେବୀ ଅଟନ୍ତି | ତାଙ୍କ ଆଶିଷରେ ଏ ସାରା ଜଗତ ଧନଧାନ୍ଯ | ମାଙ୍କ ଠାରେ ଭକ୍ତଗଣ ଶ୍ରଦ୍ଧାର ନୈବେଦ୍ଯ ସମର୍ପଣ କରିଥାନ୍ତି | ରାଇରଙ୍ଗପୁର…
Read More...

ନେପାଳ ସୀମାନ୍ତରେ ଏନକାଉଣ୍ଟର କରିଲା ପୋଲିସ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଉତ୍ତର ପ୍ରଦେଶ ବାହରାଇଚରେ ଦୁର୍ଗା ପୂଜା ବିସର୍ଜନ ବେଳେ ଘଟିଥିବା ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ଏକାଉଣ୍ଟର କରିଛି ପୁଲିସ୍‌। ବାହରାଇଚରେ ରାମ ଗୋପାଲ ମିଶ୍ରାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।…
Read More...

ଶପଥ ନେଲେ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂହ ସୈନି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାଏବ ସିଂହ ସୈନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର…
Read More...

ଆସୁଛି ଆଉ ଏକ ଲଘୁଚାପ; ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ସୁଦ୍ଧା  ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଯଇ ହେବାର ସମ୍ଭାବନର ରହିଥିବା ବେଳେ ଳହାର ପ୍ରଭାବରେ…
Read More...