Browsing Category

#Odianews

ଅବକାରୀ ଚଢାଉ; ମଦ ଜବତ ସହ ୩ ଗିରଫ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅବକାରୀ ଚଢାଉ, ମଦ ଜବତ ସହ ୩ ଗିରଫ। ବାଲେଶ୍ୱର ଜିଲ୍ଲା ସୋର ଅବକାରୀ ବିଭାଗ ତରଫରୁ ମାଟିଆପଲ୍ଲା ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଗୁଡ଼ପୋଚ ନଷ୍ଟ କରିବା ସହିତ ଦେଶିମଦ ଜବତ କରି ୩ ଜଣଙ୍କୁ…
Read More...

ବାବା ସିଦ୍ଦିକିଙ୍କ ଅବସ୍ଥାଠାରୁ ଆହୁରି ଖରାପ ହେବ ଅବସ୍ଥା ଭାଇଜାନ ସଲମାନ ଖାନ୍‌ଙ୍କ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଲିଉଡର ଭାଇଜାନ ସଲମାନ ଖାନ୍‌। ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ସହ ତାଙ୍କର ଶତ୍ରୁତା ବେଶ୍‌ ପୁରୁଣା। ନିକଟରେ ଏନ୍‌ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ପରେ ତାଙ୍କର ଜୀବନ ପ୍ରତି ରହିଛି ଘୋର…
Read More...

ପିସିସି ସଭାପତି ଚୟନକୁ ନେଇ ମହମ୍ମଦ ମୋକିମ ପ୍ରତିକ୍ରିୟା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶାରେ ନୂଆ ପିସିସି ସଭାପତି ଚୟନ ହେଲା ପରେ ବହୁ ବିଜେଡି ନେତା କଂଗ୍ରେସରେ ସାମିଲ୍‌ ହେବେ। ବର୍ତ୍ତମାନ ସେମାନେ କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି। ଏନେଇ ସୂଚନା ଦେଇଛନ୍ତି ପୂର୍ବତନ ବିଧାୟକ…
Read More...

କଟକ ଖାନ ନଗରରେ ଭୁଶୁଡ଼ି ପଡ଼ିଛି ତୋରଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଭୁଶୁଡିଲା ଦୁର୍ଗା ପୂଜା ବେଳେ ହୋଇଥିବା ସୁଉଚ୍ଚ ତୋରଣ । କଟକ ଖାନନଗର ଦୁର୍ଗା ପୂଜା କମିଟି ପକ୍ଷରୁ ନେତାଜୀ ବସ୍ ଟର୍ମିନାଲ ନିକଟରେ ନିର୍ମାଣ ହୋଇଥିବା ତୋରଣ ଭୁଶୁଡି ପଡିଛି । ଫଳରେ ଗୋଟିଏ…
Read More...

ସିଡ଼ିରୁ ଖସି ଚାଲିଗଲା ଯୁବକଙ୍କ ଜୀବନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଶଙ୍କରା ଗ୍ରାମ ଦେହେରିଟିକିରାର ବିଦ୍ୟାପତି ଭୁଏ(୨୧) ଗତକାଲି ବିଳମ୍ବିତ ରାତ୍ରିରେ ଛାତ ଉପରୁ ପଡ଼ି ଯାଇଥିଲେ। ପରିବାର ଲୋକେ ଏହା ଜାଣିବା ପରେ ତାଙ୍କୁ…
Read More...

ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ‘ଚଳିତ ଆର୍ଥିକ ବର୍ଷ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟର ନିଜସ୍ଵ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ମିଳିତ ଭାବେ ଗୋଟିଏ କାର୍ଡ ଜାରି ହେବ ।   …
Read More...

ଭୁବନେଶ୍ବରରେ ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଜଳ ଯୋଗାଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅଧା ଭୁବନେଶ୍ୱରରେ ୨୪ ଘଣ୍ଟା ପାଇଁ ବନ୍ଦ ରହିବ ଜଳ ଯୋଗାଣ। ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ୍ ମରାମତି ଯୋଗୁଁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରଖାଯିବ ବୋଲି…
Read More...

ରାଜଧାନୀରେ ଫେକ୍ କଲ୍ ସେଣ୍ଟର ଠାବ ହେବା ପରେ ୩ ଦିନିଆ ରିମାଣ୍ଡରେ ୬ ଅଭିଯୁକ୍ତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ରାଜଧାନୀରେ ଫେକ୍ କଲ୍ ସେଣ୍ଟର କରି ଲୋକଙ୍କୁ ଚୁନ ମାରୁଥିବା ଅଭିଯୋଗରେ ଗିରଫ ହୋଇଥିବା ୬ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍‌ ପୁଲିସ। ଭୁବନେଶ୍ୱର କୋର୍ଟରୁ ଅନୁମତି ମିଳିବା…
Read More...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା…
Read More...

ଆଜିଠୁ ଆରମ୍ଭ ପବିତ୍ର କାର୍ତ୍ତିକ ବ୍ରତ; ଚଳଚଞ୍ଚଳ ପୁରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ | ଚଳଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର। ଧର୍ମ ମାସରେ ପୁଣ୍ୟ ଅର୍ଜନ କରିବାକୁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ…
Read More...