Browsing Category

#Odianews

ସ୍ୱାମୀଙ୍କଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି ଉର୍ମିଲା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଲିଉଡ ଅଭିନେତ୍ରୀ ଉର୍ମିଲା ମାତୋଣ୍ଡକର ଅନେକସମୟ ଧରି ବଡ ପରଦାରୁ ଦୂରେଇ ରହିଛନ୍ତି। ତଥାପି ସେ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିଥାନ୍ତି। ଛାଡପତ୍ର ନେବେ ବଲିଉଡର ରଙ୍ଗୀଲା…
Read More...

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନକୁ…
Read More...

ବର୍ଷାରେ ଭିଜିଭିଜି ଧାରଣାରେ ଛାତ୍ରଛାତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବର୍ଷାରେ ଭିଜିଭିଜି ବିଦ୍ୟାଳୟ ଗେଟ୍ ସାମ୍ନାରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ। ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ଠାରେ ଥିବା ନୀଳସୁନ୍ଦର ଜୀଉ…
Read More...

ଓଡ଼ିଶାରେ ଲୁଚିଛି ବେଙ୍ଗାଲୁରୁରେ ହତ୍ୟା କରିଥିବା ଯୁବକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବେଙ୍ଗାଲୁରୁର ମାଲେଶ୍ୱରମ ଅଞ୍ଚଳରେ ମହାଲକ୍ଷ୍ମୀ ନାମକ ଜଣେ ୨୯ ବର୍ଷୀୟା ମହିଳାଙ୍କୁ ହତ୍ୟା କରିବା ପରେ ଖଣ୍ଡଖଣ୍ଡ କାଟି ଫ୍ରିଜରେ ରଖିବା ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ବେଙ୍ଗାଲୁରୁ…
Read More...

ରାଜ୍ୟରେ ଆଜିଠୁ ଦୁଇ ଦିନ ବଡ଼ ବର୍ଷା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆ‌ନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର…
Read More...

ରଦ୍ଦ ହୋଇଥିବା ତିନି କୃଷି ଆଇନକୁ ପୁଣି ଥରେ ଲାଗୁ କରିବାକୁ ନେଇ କହିଲେ କଙ୍ଗନା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କୃଷକ ସଂଗଠନଗୁଡ଼ିକର ଦୀର୍ଘ ଦିନର ଆନ୍ଦୋଳନ ପରେ ପ୍ରତ୍ୟାହାର ହୋଇଥିବା ୩ଟି ବିବାଦୀୟ କୃଷି ଆଇନକୁ ସରକାର ଫେରାଇ ଆଣିବା ଉଚିତ ବୋଲି ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରାଣାୱତ ବୟାନ…
Read More...

ନିଲମ୍ବିତ ଆଇଆଇସିଙ୍କର ହୋଇପାରେ ପଲିଗ୍ରାଫ ଟେଷ୍ଟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭରତପୁର ଥାନାରେ ଭାରତୀୟ ସେନାର ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସବୁ ପରୀକ୍ଷାର ସମ୍ମୁଖୀନ ପାଇଁ ରାଜି ହୋଇଛନ୍ତି ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର। ଆଜି ଏସଡିଜେଏମ୍ କୋର୍ଟରେ…
Read More...

ପୁଣି ରାଉରକେଲାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବାର ଅଭିଯୋଗ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଉରକେଲାରେରେ ଘଟିଛି ଲଜ୍ଜାଜନକ ଘଟଣା। ଯୌନ ପିପାସୁମାନେ ନାବାଳିକାଙ୍କୁ ଛାଡ଼ି ନାହାନ୍ତି। ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ସୂଚନା ମୁତାବକ, ଗତ ରବିବାର ଦିନ…
Read More...

ଗ୍ରାମବାସୀଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗଞ୍ଜାମ ଜିଲ୍ଲା ପୋଲସରା ବନାଞ୍ଚଳ ଅନ୍ତର୍ଗତ ହାତୀଓଟ ପଞ୍ଚାୟତରେ ବିଲୁଆ ଆତଙ୍କ । ଯିଏ ହାବୁଡରେ ପଡ଼ୁଛି ତାକୁ ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି। ବିଲୁଆ ଭୟରେ ଘରୁ ବାହାରକୁ ବାହାରୁ ନାହାନ୍ତି ଗ୍ରାମବାସୀ।…
Read More...

ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଦିନିକିଆ ଓଡ଼ିଆ ଗସ୍ତରେ ନଡ୍ଡା ଓଡ଼ିଶା ଆସୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ମନମୋହନ ସାମଲ…
Read More...