Browsing Category

#Odianews

ମନି ଲଣ୍ଡରିଙ୍ଗ ମାମଲାରେ ଆମ ଆଦମି ପାର୍ଟିର ବିଧାୟକ ଅମାନତୁଲ୍ଲା ଖାନ ଗିରଫ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବନ୍ଧା ହେଲେ ଇଡି ବିଧାୟକ । ମନି ଲଣ୍ଡରିଙ୍ଗ ମାମଲାରେ ଆଜି ସକାଳୁ ସକାଳୁ ଇଡିର ଏକ ଟିମ୍ ଆମ ଆଦମି ପାର୍ଟି(ଆପ୍)ର ବିଧାୟକ ଅମାନତୁଲ୍ଲା ଖାନଙ୍କ ଘରେ ଚଢାଉ କରିଥିଲା । ପ୍ରାୟ ୬ ଘଣ୍ଟାର ଜେରା ପରେ…
Read More...

ସେନା ଶିବିର ଉପରେ ଆତଙ୍କୀ ହମ୍‌ଲା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସୋମବାର ଦିନ ଜମ୍ମୁ-କଶ୍ମୀରର ଜମ୍ମୁ ଦାରବାର ନିକଟରେ ଥିବା ସଞ୍ଜୱାନ ସେନା ଶିବିର ଉପରେ ଆକ୍ରମଣ ଘଟିବାରୁ ଜଣେ ଯବାନ ଗୁରଚତ ଭାବେ ଆହତ ହୋଇଛନ୍ତି। ସେନା କ୍ୟାମ୍ପକୁ ଟାର୍ଗେଟ୍‌ କରି…
Read More...

୩ ଚ୍ୟାନେଲକୁ କଲା ବୟକଟ୍‌ ଟିଏମସି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୩ ଟିଭି ଚ୍ୟାନେଲକୁ ବୟକଟ କଲା ଟିଏମସି। ବର୍ତ୍ତମାନ ଏହି ତିନିଟି ଟିଭି ନ୍ୟୁଜ ଚ୍ୟାନେଲକୁ ଦଳୀୟ ମୁଖପାତ୍ର ପଠାଇବ ନାହିଁ ଟିଏମସି। ଚ୍ୟାନେଲ ଗୁଡିକ ହେଲା- ଏବିପି ଆନନ୍ଦ, ରିପବ୍ଲିକ ଏବଂ ଟିଭି ୯।…
Read More...

ଝାରପଡ଼ା ଜେଲରେ ବନ୍ଦୀଙ୍କୁ ଆକ୍ରମଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଝାରପଡ଼ା ଜେଲରେ ହାଇଦର ପୁଅ ମାଡ଼ରେ ବନ୍ଦୀର ମୁଣ୍ଡ ଫାଟିବା ଘଟଣା ତଦନ୍ତ ନିର୍ଦ୍ଦେଶ ଦେଲେ ଜେଲ୍ ବିଭାଗ ଏଡିଜି ଅମିତାଭ ଠାକୁର । କଟକ ଡିଭିଜନ୍ ଡିଆଇଜି ଅନୁସୟା ଜେନାଙ୍କୁ ତଦନ୍ତ ପାଇଁ…
Read More...

ବିଧାନସଭାରେ ସୁଭଦ୍ରା ତାତି; ୪ଟା ଯାଏଁ ବିଧାନସଭା ମୁଲତବି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗତ ଦୁଇ ଦିନ ହେବ ସୁରୁଖୁରୁରେ ଗୃହ ଚାଲିବା ପରେ ଆଜି ପୁଣି ହଟ୍ଟଗୋଳରେ ଗୃହ ମୁଲତବି । ସୁଭଦ୍ରା ଯୋଜନାକୁ ନେଇ ବିରୋଧୀ ବିଜେଡି ସଦସ୍ୟ ଗୃହରେ ହୋହଲ୍ଲା କରିବାରୁ ସାଢେ ୧୧ଟା ଯାଏଁ ଗୃହକୁ…
Read More...

ପାରାଦୀପରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପାରଦୀପ ବାଉରିଆ ପାଳନ୍ଦା ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ହୋଇଛି। ମାଲବାହୀ ଟ୍ରେନର ଦୁଇଟି ବଗି ଲାଇନଚ୍ୟୁତ ହୋଇଛି। ଗୋଟିଏ ବଗି ଟ୍ରାକ୍ ବାହାରକୁ ଓଲଟି ପଡିଥିବାବେଳେ ଅନ୍ୟଟି ଟ୍ରାକରୁ…
Read More...

ଆଲିପୁର ଚିଡ଼ିଆଖାନାରୁ ଆସିଲା ୨ଜିରାଫ୍

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କୋଲକାତା ଚିଡ଼ିଆଖାନାରୁ ନନ୍ଦନକାନନକୁ ଅଣାଗଲା ୨ ଜିରାଫ। ନୂଆ ଅତିଥି ଭାବେ ୨ଟି ଜିରାଫ ଅଣାଯାଇଛି। ଗୋଟିଏ ମାଈ ଓ ଗୋଟିଏ ପୁରୁଷ ଜିରାଫ ଅଣାଯାଇଛି। ତେବେ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର…
Read More...

ହାତୀ ପାଦ ତଳେ ଚାଲିଗଲା ଦମ୍ପତିଙ୍କ ଜୀବନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ରେଞ୍ଜ ଅଧୀନରେ ଥିବା ଚାବିରିପାଲି ଗ୍ରାମରେ ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏପରି ଏକ ଅଭାବନୀୟ ଘଟଣା…
Read More...

ସେପ୍ଟେମ୍ବର ୧ରୁ ଖୋଲିବନି ନୂଆ ମଦ ଦୋକାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଆଜି ନୂଆ ଅବକାରୀ ନୀତି ଘୋଷଣା କରିଛନ୍ତି । ସେପ୍ଟେମ୍ବର ପହିଲାରୁ ଆସନ୍ତାବର୍ଷ ମାର୍ଚ୍ଚ ଶେଷପର୍ଯ୍ୟନ୍ତ ଏହି ଅବକାରୀ ନୀତି ସମଗ୍ର ରାଜ୍ୟରେ…
Read More...

ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ପୃଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ପରିପୂରକ ପୃଷ୍ଟି ଯୋଜନାରେ ଛତୁଆ ସମେତ ଅନ୍ୟାନ୍ୟ ଖାଦ୍ୟ ଯୋଗାଇ ଦିଆଯାଉଛି । ହେଲେ ଅନେକ କ୍ଷେତ୍ରରେ ଦେଖାଦେଇଛି ଯେ ଶିଶୁ ଓ ଝିଅମାନଙ୍କୁ ପୃଷ୍ଟି…
Read More...