Browsing Category

#Odianews

କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାମାନ୍ୟ ବଚସା ନେଲା ଉଗ୍ରରୂପ। କୁକୁଡ଼ା ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା କରିବା ପରେ ମୃତଦେହକୁ ନଦୀରେ ଫିଙ୍ଗି ଦେଲେ। ଝାରସୁଗୁଡ଼ା ସଦର ଥାନା ବେହେରାପାଟରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି…
Read More...

ଜଳିଗଲା ୩୦ ବଖରା, ୩ ଗାଈ ଜୀବନ୍ତ ଦଗ୍ଧ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସତ୍ୟବାଦୀରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୩୦ ବଖରାରୁ ଅଧିକ ଘର। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୪୦ ମିନିଟରେ ଆଳିଶ ଗାଁରେ ନିଆଁ ଲାଗିଥିଲା। ଏଥିସହ ନିଆଁରେ ୩ଟି ଗାଈ ଗୋରୁ…
Read More...

ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ ସସ୍ମିତା ମାଝୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦଳରୁ ବହିଷ୍କାର ହେଲେ ବିଜେଡି ନେତ୍ରୀ ତଥା ମାଲକାନଗିରି ମାଥିଲି ବ୍ଲକ ଜୋନ-୩ର ଜିଲ୍ଲା ପରିଷଦ ସଦସ୍ୟ ସସ୍ମିତା ମାଝି । ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର…
Read More...

ନାମାଙ୍କନ ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଆଜି  ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି। ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତଙ୍କ ପ୍ରାର୍ଥିପତ୍ର କାୟମ ରହିଥିବା ହେତୁ ସେ ଏଭଳି ନିଷ୍ପତ୍ତି…
Read More...

ରାଜ୍ୟରେ ୨୭ଶହ ପାର୍ ହେଲା ଡେଙ୍ଗୁ ଆକ୍ରାନ୍ତ: ଡେଙ୍ଗୁର ହଟସ୍ପଟ ସୁନ୍ଦରଗଡ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏଯାଏ ଓଡ଼ିଶାରେ ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଜଣ ଆକ୍ରାନ୍ତଙ୍କୁ…
Read More...

ପୁଣି ୨୯ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗାଙ୍ଗେୟ୍ ଉପତ୍ୟକା ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ୱେଲ୍ ମାର୍କଡ ଲୋ ପ୍ରେସର । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୱେଲ୍ ମାର୍କଡ ଲୋ ପ୍ରେସର…
Read More...

ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତି ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଓ ଅନ୍ୟାନ୍ୟ…
Read More...

ରାସ୍ତା ଖରାପ ; ରାସ୍ତାରେ ଧାନ ରୋଇ ପ୍ରତିବାଦ କାଲେ ଗ୍ରାମବାସୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପକ୍କା ରାସ୍ତାଟେ ପାଇଁ ପ୍ରଶାସନ ପାଖରେ ବାରମ୍ବାର ଗୁହାରି କଲେ ଗାଁ ଲୋକେ। କିନ୍ତୁ କେହି ଶୁଣିଲେ ନାହିଁ। ତେଣୁ ପ୍ରତିବାଦରେ କାଦୁଅ ପଚପଚ ରାସ୍ତାରେ ଧାନ ରୋଇ ପ୍ରତିବାଦ କରିଛନ୍ତି ଗାଁ ଲୋକ।…
Read More...

କାର୍ଯ୍ୟରତ କନଷ୍ଟେବଲ ଉପରକୁ ଗରମ ପାଣି ଫିଙ୍ଗିଦେଲେ ହାବିଲଦାର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅଗ୍ନିଶମ ବାହିନୀରେ କାର୍ଯ୍ୟରତ କନଷ୍ଟେବଲ ଉପରକୁ ଗରମ ପାଣି ଫିଙ୍ଗିଦେଲେ ହାବିଲଦାର। ଏପରି ଅଘଟଣ ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟରେ।  ଅଭିଯୋଗ ହୋଇଛି, ଅଗ୍ନିଶମ…
Read More...

ସାର୍ବଜନୀନ ହେବ ସ୍ଵାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲାର ତଦନ୍ତ ରିପୋର୍ଟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଖୁବ୍ ଶୀଘ୍ର ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରାଯିବ। ଏ ନେଇ ନିଷ୍ପତ୍ତି ନେବେ ସରକାର।ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ…
Read More...