Browsing Category

#Odianews

ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ଼ାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଦୁଇ ଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ବାରିପଦା ସହରର ବିଭିନ୍ନ ସ୍ଥାନ ପରିଦର୍ଶନ…
Read More...

ବାରିପଦା ଠାରେ ବିଶ୍ୱ ହେପାଟାଇଟିସ ଦିବସ ପାଳନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୟୂରଭଞ୍ଜ ସାଦର ମହକୁମା ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏ. ଏନ.ଏମ ପ୍ରଶିକ୍ଷଣ କକ୍ଷ୍ୟ ଠାରେ ରବିବାର ଦିନ ବିଶ୍ୱ ହେପାଟାଇଟିସ ଦିବସ ପାଳନ କରାଯାଇଛି। ମାନ୍ୟବର ବିଧାୟକ, ବାରିପଦା…
Read More...

ବାରିପଦାରେ “ତ୍ରୀରଙ୍ଗା ଶୋଭାଯାତ୍ରା”

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୭୩ଦିନ ଯୁଦ୍ଧ ପରେ ୨୬ଜୁଲାଇ ୧୯୯୯ମସିହାରେ ଯୁଦ୍ଧ ସମାପ୍ତ ହୋଇଥିଲା କାରଗିଲ ଯୁଦ୍ଧ ଏବଂ ପାକିସ୍ତାନକୁ ହରାଇ ବୀଜୟ ହୋଇଥିଲା ଭାରତ । ଏହି ଯୁଦ୍ଧରେ ୫୨୭ ଜଣ ଭାରତୀୟ ବୀରଜବାନ ଶହୀଦ ହୋଇଥିଲା ବେଳେ…
Read More...

ଫାଇନାଲ ମ୍ୟାଚରେ; ମନୁ କହିଲେ ସଫଳତାର ରହସ୍ୟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭାରତର ଷ୍ଟାର ଶୁଟର ମନୁ ଭାକର ରବିବାର ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ ୩ୟ ସ୍ଥାନରେ ରହି କାଂସ୍ୟ ପଦକ ଜିତିଛନ୍ତି। ଏହା ସହିତ ସେ ପ୍ୟାରିସ ଅଲିମ୍ପିକ୍ସରେ ଦେଶ…
Read More...

ଦିଲ୍ଲୀ ଆଇଏଏସ କୋଚିଂ ସେଣ୍ଟରରେ ଅଘଟଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ରାଜଧାନୀ ଦିଲ୍ଲୀର ଓଲ୍ଡ ରାଜିନ୍ଦର ନଗରରେ ଥିବା ସ୍ଥିତ RAU’S IAS କୋଚିଂ ସେଣ୍ଟରରେ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ମାମଲାରେ ଆଉ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଏହାକୁ ମିଶାଇ ମୋଟ ଗିରଫଦାରୀ…
Read More...

ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲ୍‌ଙ୍କ ନାମରେ ଚାର୍ଜସିଟ୍‌ ଦାଖଲ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆକ୍ସନ ମୁଡ୍‌ରେ ରହିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ତଥା ସିବିଆଇ। ଏହି ମାମଲାରେ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ…
Read More...

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଭାଙ୍ଗିଲେ ନିୟମ । ଫେରାଦ ହେଲା କଂଗ୍ରେସ । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସ୍‌କୁ…
Read More...

ପୁଣି ବଜେଟ ଉପରେ ହେବ ବିଧାନସଭା ସରଗରମ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦୁଇ ଦିନର ବିରତି ପରେ ଆଜିଠୁ ପୁଣି ସରଗରମ ହେବ ବିଧାନସଭା। ୨୦୧୪-୨୫ ଆର୍ଥିକ ବଜେଟ୍ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ।  ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ମୋହନ ସରକାର ଆଣିଛନ୍ତି। ୨ ଲକ୍ଷ…
Read More...

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର। ବରଗଡ଼ରେ ରହୁଥିବା ବଦ୍ରିପ୍ରସାଦ ଆପର୍ଟମେଣ୍ଟରେ ମଧ୍ୟ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ତେବେ ଏହି ଆପର୍ଟମେଣ୍ଟରେ ଥିବା ଘର କାହାର…
Read More...

ଆଜି ବସିବ ରତ୍ନଭଣ୍ଡାର ସ୍ଵତନ୍ତ୍ର ତଦାରଖ କମିଟି ବୈଠକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ASI ସହ ବୈଠକ ବସିବ। ଏହି ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଲୋଚନା ହେବ…
Read More...