Browsing Category

#Odianews

ସାର୍ବଜନୀନ ଔଷଧ ସେବନ ଏବଂ ମ୍ୟାଲେରିଆ ଓ ଡେଙ୍ଗୁ ନିୟନ୍ତ୍ରଣ ପାଇଁ ଜିଲ୍ଲା ସମନ୍ୱୟ କମିଟିର ବୈଠକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲାରେ ଫାଇଲେରିଆ ବା ବାତଜ୍ଵର ନିରାକରଣ ପାଇଁ ଆସନ୍ତା ଅଗଷ୍ଟ ୧୦ ରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଅଛି ସାର୍ବଜନୀନ ଔଷଧ ସେବନ ବା (Mass Drug Administration)…
Read More...

ଶୈବ ପିଠାରେ ପାରମ୍ପରିକ ରୀତିନୀତି ଦେବ ଦମ୍ପତିଙ୍କ ବିବାହ ସମ୍ପର୍ଣ୍ଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କରଞ୍ଜିଆ ପ୍ରସିଦ୍ଧ ପୁର୍ନେଶ୍ୱର ଶୈବ ପିଠାରେ ପାରମ୍ପରିକ ରୀତିନୀତି ଅନୁସାରେ ଦେବ ଦମ୍ପତିଙ୍କ ବିବାହ ସମ୍ପର୍ଣ୍ଣ | କରଞ୍ଜିଆ ପ୍ରସିଦ୍ଧ ପୁର୍ନେଶ୍ୱର ପୀଠରେ ମହାସମାରୋହରେ ଦେବ ଦମ୍ପତ୍ତିଙ୍କ…
Read More...

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୋଦି ସିଧା ରାଜଭବନ ଯାଇଛନ୍ତି । ସେଠାରେ କିଛି ସମୟ…
Read More...

ଜୁନ୍ ୨୪ ତାରିଖରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ । ଏଥିରେ ୮ଟି କାର୍ୟ୍ୟ ଦିବସ ରହିବ । ସେହିପରି ଜୁଲାଇ ୩ ତାରିଖରେ ଅଧିବେଶନ ଶେଷ ହେବ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ତେବେ…
Read More...

ଆତଙ୍କବାଦୀଙ୍କ ସ୍କେଚ୍ ଜାରି, ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜମ୍ମୁ-କାଶ୍ମୀର ରିୟାସି ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣରେ ୧୦ ଜଣ ତୀର୍ଥ ଯାତ୍ରୀଙ୍କ ମୃତ୍ୟୁ ଘଟଣା। ପୁଲିସ୍ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିବା ସହ…
Read More...

ପୁଣିଥରେ ଜାମ୍ମୁ କାଶ୍ମୀରରେ ଆତଙ୍କୀ ହାମଲା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୁଣିଥରେ ଜାମ୍ମୁ କାଶ୍ମୀରରେ ଆତଙ୍କୀ ହାମଲା । ଜାମ୍ମୁ କାଶ୍ମୀରର ଡୋଡା ଜିଲ୍ଲାରେ ସେନାର ଅସ୍ଥାୟୀ କ୍ୟାମ୍ପ ଉପରେ ଆକ୍ରମଣ କରିଛନ୍ତି ଆତଙ୍କବାଦୀ । ଆତଙ୍କବାଦୀଙ୍କ ଗୁଳିଚାଳନା ପରେ…
Read More...

ନୂଆ ସ୍ଥଳସେନା ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ। ସେ ଚଳିତମାସ ୩୦ ତାରିଖରେ ବର୍ତ୍ତମାନର ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କଠାରୁ ଦାୟିତ୍ବ ଗ୍ରହଣ କରିବେ । ଗତକାଲି…
Read More...

ଆନ୍ଧ୍ରରେ ପୁଣି ଆରମ୍ଭ ହେଲା ନାଇଡୁଙ୍କ ଶାସନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆନ୍ଧ୍ରରେ ପୁଣି ଆରମ୍ଭ ହେଲା ଚନ୍ଦ୍ରବାବୁ ନାଇଡୁଙ୍କ ଶାସନ । ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ। ତାଙ୍କୁ ରାଜ୍ୟପାଳ ଏସ୍‌ ଅବ୍ଦୁଲ ନଜିର ପଦ…
Read More...

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜିଠାରୁ ରାଜ୍ୟରେ ଭାଜପା ସରକାର। ବିଜେପି ପକ୍ଷରୁ ମୋହନ ମାଝୀଙ୍କ ନାମ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା ପରେ ମୋହନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଏହି ଅବସରରେ ବାଲୁକା ଚିତ୍ର…
Read More...

୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରଜରେ ବର୍ଷା ହେଲେ ମାଟି ଭିଜେ। ଯାହା ଆମ ବାୟୁମଣ୍ଡଳକୁ ଆଶ୍ବସ୍ତି ଆଣି ଦିଏ। ଏବେ କିନ୍ତୁ   ଓଡ଼ିଶାରେ ଆଗକୁ ବଢ଼ିପାରୁନି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତିନି ଦିନ ହେଲା ମୌସୁମୀ ଉଭାନ…
Read More...