Browsing Category

#Odianews

ଦିଲ୍ଲୀ ଯାଇଛନ୍ତି ପାଣ୍ଡିଆନ; ସ୍ପଷ୍ଟୀକରଣ ରଖିଲା ବିଜେଡି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଦୀର୍ଘ ୨୭ବର୍ଷର ସଫଳ ଆଂଚଳିକ ଦଳ ବିଜେଡି ଓ ୨୪ବର୍ଷର କ୍ରମାଗତ ସରକାରର ପତନର କାରଣ ପାଲଟିଥିବା ଭିକେ ପାଣ୍ଡିଆନଙ୍କ ସୁରକ୍ଷା ଦେବାକୁ ଆଜି ଆଗକୁ ଆସିଛି ବିଜେଡି । ସର୍ବସାଧାରଣରୁ ଦୂରେଇ…
Read More...

୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଆସନ୍ତା୧୨ ତାରିଖରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଟାଇଗର ରିଜର୍ଭ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…
Read More...

ସମ୍ପନ୍ନ ହୋଇଛି ବାଲୁଙ୍କେଶ୍ୱର ବାବାଙ୍କ ଦେବ ନିର୍ବନ୍ଧ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପାଖେଇ ଆସୁଛି ବଲାଙ୍ଗୀର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା । ଦେବ ଦମ୍ପତିଙ୍କ ବିବାହ ଉତ୍ସବ ପାଇଁ ସବୁ ଯାତ୍ରା କମିଟିର ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଶାନ୍ତି ଶୃଙ୍ଖଳାରେ ଏହାକୁ…
Read More...

ଚର୍ଚ୍ଚାରେ ଦଳୀୟ ନେତା କାର୍ତ୍ତିକ ପାଣ୍ଡିଆନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନରେ ବିଜେଡିର ପରାଜୟ ପରେ ଚର୍ଚ୍ଚାରେ ରହିଛନ୍ତି ଦଳୀୟ ନେତା କାର୍ତ୍ତିକ ପାଣ୍ଡିଆନ। କାରଣ ସେ ପ୍ରତ୍ୟକ୍ଷ ଭାବେ ଭାଜପା ନେତାଙ୍କୁ ଟାର୍ଗେଟ କରିବା ସହ ବିଜେଡି ନ ଜିତିଲେ…
Read More...

ଗାଁ ମୁହାଁ ହୋଇଛନ୍ତି ୨୭ ଟିକିଆ ହାତୀପଲ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦୀର୍ଘଦିନ ବ୍ୟବଧାନ ପରେ ପୁଣି ଗାଁ ମୁହାଁ ହୋଇଛନ୍ତି ୨୭ ଟିକିଆ ହାତୀପଲ।  ଚମ୍ପୁଆ ବନଖଣ୍ଡରୁ ହାତୀପଲ ଗାଁ ମୁହାଁ ହୋଇଥିବା ନେଇ ସୂଚନା ମିଳିଛି। ହାତୀପଲ ବର୍ତ୍ତମାନ ହଳଦିଆ ଗାଁ ଜଙ୍ଗଲରେ…
Read More...

ଲକ୍ଷ୍ମୀ ବସରୁ ଗାଏବ ଲୋଗୋ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ନୂଆ ସରକାର ଗଠନ ପୂର୍ବରୁ ‘ଲକ୍ଷ୍ମୀ’ ବସ୍‌ର ରୂପ ବଦଳିବାରେ ଲାଗିଛି।  ପ୍ରତି ଗାଁକୁ ସହର ସହିତ ଯୋଡ଼ିବା ପାଇଁ ରାଜ୍ୟ ସରକାର ଚଲାଇଥିଲେ ‘ଲକ୍ଷ୍ମୀ’ ବସ୍‌। ହେଲେ ନିର୍ବାଚନ ଫଳାଫଳ…
Read More...

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା। ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ। କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ…
Read More...

୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ। ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ…
Read More...

ଇସ୍ତଫା ଦେଲେ ଦୁଇ ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ୍

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡ଼ିଶାରୁ ବିଜେଡି ସରକାର ଗଲା ପରେ ଭିନ୍ନଭିନ୍ନ ଦୃଶ୍ୟ ଦେଖିବାକୁ ମିଳୁଛି। ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଗତକାଲି (ବୁଧବାର) ମୁଖ୍ୟମନ୍ତ୍ରୀ ପଦବିରୁ ଇସ୍ତଫା ଦେଲା ପରେ ଆଜି…
Read More...

ଜିଲ୍ଲାସ୍ତରୀୟ ବିଶ୍ବ ପରିବେଶ ଦିବସ ପାଳିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜିଲ୍ଲାସ୍ତରୀୟ ବିଶ୍ବ ପରିବେଶ ଦିବସ ପାଳିତ । ସ୍ଥାନୀୟ ବନବିଭାଗ ସମ୍ମିଳନୀ କକ୍ଷରେ ଦେବଗଡ଼ ବନ ବିଭାଗ ଆନୁକୂଲ୍ୟରେ ବିଶ୍ବ ପରିବେଶ ଦିବସ ପାଳିତ ହୋଇଯାଇଛି। ଦେବଗଡ଼ ବନଖଣ୍ଡ ଅଧିକାରୀ ମଗର ଧନାଜି…
Read More...