Browsing Category
#Odianews
ମୟୂରଭଞ୍ଜରେ ବିଜେପିକୁ ବହୁମତ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାଧାରଣ ନିର୍ବାଚନ ୨୦୨୪ ଭୋଟଗଣତି ପରେ ଫଳାଫଳ ଆସିଛି। ମୟୂରଭଞ୍ଜ(ସଂ) ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ନବଚରଣ ମାଝୀ ନିକଟତମ ପ୍ରତିଦ୍ବନ୍ଦୀ ବିଜେଡିର ସୁଦାମ ମାର୍ଣ୍ଡିଙ୍କ ଠାରୁ ୨ଲକ୍ଷ…
Read More...
Read More...
ବାରିପଦା ସହରରେ ପୁଣି ଛିନତାଇ ନେଇ ଅଭିଯୋଗ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାରିପଦା ସହରରେ କିଛି ଦିନର ବ୍ୟବଧାନ ପରେ ପୁଣି ଛିନତାଇ ଗ୍ୟାଙ୍ଗ ସକ୍ରିୟ ହୋଇଛନ୍ତି। ପୁଣି ବାରିପଦା ସହରରେ ମହିଳାଙ୍କ ବେକରୁ ସୁନାହାର ଛିନତାଇ ହୋଇଛି। ଛିନତାଇ ଶିକାର ମହିଳା ଜଣକ ହେଲେ…
Read More...
Read More...
ପାନୀୟ ଜଳ ସମସ୍ୟା ନେଇ ତାତିଲେ ଗ୍ରାମବାସୀ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପାନୀୟ ଜଳ ଯୋଗାଣ ସମସ୍ୟାର ବାରମ୍ବାର ଅଭିଯୋଗ ପରେ ସମାଧାନ ହେଉନି। ଯାହାକୁ ନେଇ ସ୍ଥାନୀୟ ଗ୍ରାମବାସୀ ମାନଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହ ସମସ୍ୟାର ସମାଧାନ ଦାବି କରି ମଙ୍ଗଳବାର…
Read More...
Read More...
ରାଜ୍ୟରେ ବନ୍ଦ ହେବ ବିଏସକେୱାଇ, ଲାଗୁ ହେବ ଆୟୁଷ୍ମାନ ଯୋଜନା
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଓଡିଶାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଓ ନୂଆ ମୁଖ୍ୟମନ୍ତ୍ରୀଙ୍କ ଚୟନକୁ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନରେନ୍ଦ୍ର ମୋଦୀଙ୍କ…
Read More...
Read More...
୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୌସୁମୀ ଆଗାମୀ ୩ରୁ ୪ଦିନରେ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା। ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ ପରେ ଅନ୍ୟ…
Read More...
Read More...
୮ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦୀ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦେଶରେ ଏଥର ମୋଦି। ପୁଣି ଥରେ ପ୍ରଧାନମନ୍ତ୍ରୀ ହେବେ ନରେନ୍ଦ୍ର ମୋଦି। ସେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆସନ୍ତା ୮ ତାରିଖ ସଂଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ…
Read More...
Read More...
ନିଖୋଜ ଡାକ୍ତର ଅମ୍ଲାନ ଭୋଇ କର୍ଣ୍ଣାଟକରୁ ଠାବ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମାଲକାନଗିରି ଜିଲ୍ଲା କାଲିମେଳାରୁ ଅପହୃତ ହୋଇଥିବା ଡାକ୍ତର ଅମ୍ଳାନ ଭୋଇଙ୍କ ପତ୍ତା ମିଳିଲା। ତାଙ୍କୁ କର୍ଣ୍ଣାଟକରୁ ଠାବ କରିଛି ପୁଲିସ। ଏନେଇ ମାଲକାନଗିରି ଏସପି ସୂଚନା ଦେଇଛନ୍ତି। ଏବେ ଡାକ୍ତର…
Read More...
Read More...
କେନ୍ଦ୍ରାପଡାରେ ବୈଜୟନ୍ତ ପଣ୍ଡାଙ୍କ ବାଜିମାତ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଲୋକସଭା ନିର୍ବାଚନରେ ଓଡ଼ିଶାରେ ବିଜେପି ଅଭୁତପୂର୍ବ ସଫଳତା ପାଇଛି। ୨୧ ଲୋକସଭା ଆସନରୁ ବିଜେପି ୬ଟିରେ ଆଗୁଆ ଥିବା ବେଳେ ୧୩ଟିରେ ବିଜୟୀ ହୋଇଛି। ସେପଟେ କେନ୍ଦ୍ରାପଡ଼ା ଲୋକସଭା ଆସନରେ ବିପୁଳ…
Read More...
Read More...
ରାଜନୀତିରୁ ସନ୍ୟାସ ନେଲେ ନିରଞ୍ଜନ ପଟ୍ଟନାୟକ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୨୦୨୪ ନିର୍ବାଚନରେ ଓଡିଶାରେ ବିଜେପିକୁ ବହୁମତ ମିଳିଛି । ଏଥର ବିଜେପି ରାଜ୍ୟରେ ସରକାର ଗଢିବ। ଅନ୍ୟପଟେ ଚଳିତ ଥର ମଧ୍ୟ କଂଗ୍ରେସ ଭଲ ପ୍ରଦର୍ଶନ କରିନାହିଁ। ଏହାରି ଭିତରେ ରାଜନୀତିରୁ ସନ୍ୟାସ ନେଲେ…
Read More...
Read More...
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନ ଆସି ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ଇତିହାସ ରଚିବା ବଦଳରେ ଇତିହାସ ପାଲଟିଲେ ନବୀନ । ଓଡ଼ିଶାରେ…
Read More...
Read More...