Browsing Category

Politics

ପାଟ୍‌ନାରୁ ପୁରୀ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ଓଡ଼ିଆ ନ୍ୟୁଜ୍: ପାଟ୍‌ନାରୁ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌।ପାର୍ବଣ ଋତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି।ପାଟ୍‌ନାରୁ ଅଗଷ୍ଟ୨୮ରୁ ଡିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରତି…
Read More...

ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ବଡ଼ ବୈଠକ

ଓଡ଼ିଆ ନ୍ୟୁଜ୍: ଆଜି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ବଡ଼ ବୈଠକ । ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଚରଣ ଦାସ । ଅଜୟ ଲଲୁ ଓ ରାମଚନ୍ଦ୍ର କାଡ଼ାମ ମଧ୍ୟ…
Read More...

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ

ଓଡ଼ିଆ ନ୍ୟୁଜ୍: ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସରେ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ନିକଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଥିଲେ ନବୀନ ।…
Read More...

ପାଣ୍ଡିଆନଙ୍କୁ ରଣେନ୍ଦ୍ରଙ୍କ ଜବାବ

ଓଡ଼ିଆ ନ୍ୟୁଜ୍: ପାଣ୍ଡିଆନଙ୍କୁ ରଣେନ୍ଦ୍ରଙ୍କ ତାଚ୍ଛଲ୍ୟ । ଭାଷଣ ଆଳରେ ପାଣ୍ଡିଆନଙ୍କୁ ତାଚ୍ଛଲ୍ୟ କଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଆଇ ଆମ୍ ଡାଉନ୍, ବଟ୍ ନଟ୍ ଆଉଟ୍ ପ୍ରସଙ୍ଗ । ପାଣ୍ଡିଆନଙ୍କୁ…
Read More...

କାଲି ଦିଲ୍ଲୀରେ ଓଡ଼ିଶା କଂଗ୍ରେସ ପାଇଁ ବୈଠକ

ଓଡ଼ିଆ ନ୍ୟୁଜ୍: ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ବଡ଼ ବୈଠକ।ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ।ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଦାସ। ଅଜୟ ଲଲୁ ଓ ରାମଚନ୍ଦ୍ର କାଡ଼ାମ ମଧ୍ୟ ସାମିଲ…
Read More...

ଅମଲା ଆନ୍ଦୋଳନ ପଛରେ ବିଜେଡି: ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ଅମଲା ସଂଘ ସହ ଆଲୋଚନା ପରେ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ। ଅମଲା ଆନ୍ଦୋଳନ ପଛରେ ବିଜେଡି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।‘କିଛି ସଂଘର ନେତା ବିଜେଡି ଦ୍ୱାରା ପ୍ରେରିତ ହୋଇ ଆନ୍ଦୋଳନ କରୁଛନ୍ତି।…
Read More...

ନବୀନ ନିବାସ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: ନବୀନ ନିବାସ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନ ବାବୁଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଗଲେ ମୁଖ୍ୟମନ୍ତ୍ରୀ। ନିକଟରେ ଏକ ଘରୋଇ ହସ୍ପିଟାଲ୍‌ରୁ ଚିକିତ୍ସିତ ହୋଇ ଫେରିଥିଲେ।ଉଭୟଙ୍କ ମଧ୍ୟରେ ସାକ୍ଷାତ…
Read More...

୧୮ରେ ବିଧାନସଭା ଅଧିବେଶନ

ଓଡ଼ିଆ ନ୍ୟୁଜ୍: ଆସନ୍ତା ୧୮ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ।୨୫ ତାରିଖ ଯାଏଁ ଚାଲିବ ମୌସୁମୀ ଅଧିବେଶନ।ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍‌ ପକ୍ଷରୁ ସୂଚନା।ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର…
Read More...

ନାମାଙ୍କନ ଭରିଲେ ବି. ସୁଦର୍ଶନ ରେଡ୍ଡୀ

ଓଡ଼ିଆ ନ୍ୟୁଜ୍: ନାମାଙ୍କନ ଭରିଲେ INDI ମେଣ୍ଟ ପ୍ରାର୍ଥୀ। INDI ମେଣ୍ଟ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ ନାମାଙ୍କନ ଭରିଲେ।ମଲ୍ଲିକାର୍ଜୁନ ଖଡ୍‌ଗେ, ରାହୁଲ ଗାନ୍ଧି, ସୋନିଆ ଗାନ୍ଧି, ଶରଦ ପାୱାର ଉପସ୍ଥିତିରେ ନାମାଙ୍କନ…
Read More...

ଡିସ୍‌ଚାର୍ଜ ହେଲେ ନବୀନ ପଟନାୟକ

ଓଡ଼ିଆ ନ୍ୟୁଜ୍: ମେଡିକାଲ୍‌ରୁ ଡିସ୍‌ଚାର୍ଜ ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍‌ରୁ ସିଧା ନବୀନ ନିବାସ ଗଲେ। ଡିହାଇଡ୍ରେସନ୍‌ ଯୋଗୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…
Read More...