Browsing Category

Politics

ପଦ୍ମ ଶିବିରରେ ସାମିଲ ହେଲେ କୈଳାଶ ଚନ୍ଦ୍ର କୁଲେସିକା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜେଡି ଛାଡ଼ିଲେ, ପଦ୍ମ ଶିବିରରେ ସାମିଲ ହେଲେ କୈଳାଶ ଚନ୍ଦ୍ର କୁଲେସିକା । ଗତକାଲି ରାତିରେ ସେ  ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ…
Read More...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ୱେବସାଇଟରୁ ହଟିଲା ଭିକେ ପାଣ୍ଡିଆନଙ୍କ ନାମ

ଓଡ଼ିଆ ନ୍ୟୁଜ (ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ୱେବସାଇଟରୁ ହଟିଲା ଭିକେ ପାଣ୍ଡିଆନଙ୍କ ନାମ। ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ ପରେ ଏହି ପଦକ୍ଷେପ ନିଆଯାଇଛି । ରାଜ୍ୟ ବିଜେପି ପକ୍ଷରୁ ସୋସିଆଲ…
Read More...

ବିଜୟ ସଙ୍କଳ୍ପ ଶୋଭାଯାତ୍ରା ନାମରେ ଶକ୍ତି ପ୍ରଦର୍ଶନ କଲେ ବ୍ରଜ ମୋହନ ପ୍ରଧାନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜୟ ସଙ୍କଳ୍ପ ଶୋଭାଯାତ୍ରା ନାମରେ ଶକ୍ତି ପ୍ରଦର୍ଶନ କଲେ ଜଳେଶ୍ୱର ନିର୍ବାଚନ ମଣ୍ତଳୀ ର ବିଜେପି ବିଧାୟକ ପାର୍ଥି ବ୍ରଜ ମୋହନ ପ୍ରଧାନ ଏବଂ ବାଲେଶ୍ବର ସାଂସଦ ପ୍ରାଥୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ |…
Read More...

ପ୍ରାଥମିକ ସଦସ୍ୟ ଏବଂ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଲେ କୃଷ୍ଣଚନ୍ଦ୍ର ଦାସ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜେଡିର ପ୍ରାଥମିକ ସଦସ୍ୟ ସାଙ୍ଗକୁ ରାଜ୍ୟ ସାଧାରଣ ସମ୍ପାଦକ ପଦରୁ ଇସ୍ତଫା ଦେଲେ କୃଷ୍ଣଚନ୍ଦ୍ର ଦାସ। ଏନେଇ ଆଜି ଏକ ପ୍ରେସମିଟ କରି ଘୋଷଣା କରିବା ସହିତ ତାଙ୍କର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ…
Read More...

ଆଜି ବିଜେପିର ୪୫ତମ ପ୍ରତିଷ୍ଠା ଦିବସ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ବିଜେପିର ୪୫ତମ ପ୍ରତିଷ୍ଠା ଦିବସ। ପାର୍ଟି ୬ ଅଗଷ୍ଟ ୧୯୮୦ ମସିହାରେ ପ୍ରତିଷ୍ଠିତ ହୋଇଥିଲା। ଏହି ବର୍ଷଗୁଡ଼ିକ ମଧ୍ୟରେ ବିଜେପି ଆଜି ବିଶ୍ୱର ଅନ୍ୟତମ ଲୋକପ୍ରିୟ ଦଳ ହୋଇପାରିଛି। ବିଜେପିର…
Read More...

ବିଜେଡିରେ ମିଶିଲେ ଆଠମଲ୍ଲିକ ବିଧାୟକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆସନ୍ତା ମାସ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ଏହା ମଧ୍ୟରେ ରାଜନୈତିକ ଦଳମାନେ…
Read More...

ପିସିସି ଉପ ସଭାପତି ବିଶ୍ୱ ଭୂଷଣ ଦାସ କଂଗ୍ରେସରୁ ଇସ୍ତଫା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପିସିସି ଉପ ସଭାପତି ବିଶ୍ୱ ଭୂଷଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ।  ସେ ତାଙ୍କର ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ ବିଶ୍ୱ ଭୂଷଣ କେଉଁ କାରଣ…
Read More...

କଂଗ୍ରେସର ‘ନ୍ୟାୟ ପତ୍ର’

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଏନେଇ ଦୁଇ ଜାତୀୟ ଦଳ ତଥା ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ବିଜେପି ଓ କଂଗ୍ରେସ ଏକାଧିକ ପର୍ଯ୍ୟାୟରେ କିଛି ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି ।  ଏହାରି ଭିତରେ…
Read More...

ବରିଷ୍ଠ ନେତ୍ରୀ ସୋନଲି ସାହୁ ବିଜେପି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ନିର୍ବାଚନ ତାରିଖ ଯେତେ ପାଖଉଛି ନେତାଙ୍କ ଦଳବଦଳ ସେତେ ପରିମାଣର ବଢିବାରେ ଲାଗିଛି । ବିଶେଷ କରି ରାଜ୍ୟ ଠାରୁ କେନ୍ଦ୍ର ପର୍ଯ୍ୟନ୍ତ କଂଗ୍ରେସ ନେତାମାନେ ଦଳ ଛାଡି ଅନ୍ୟଦଳରେ ଯୋଗ ଦେଉଛନ୍ତି ।…
Read More...

କଂଗ୍ରେସରୁ ଇସ୍ତଫା ଦେବାର କିଛି ଘଣ୍ଟା ମଧ୍ୟରେ ବିଜେପିରେ ସାମିଲ ଗୌରବ ବଲ୍ଲଭ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଂଗ୍ରେସକୁ ଆଉ ଏକ ବଡ଼ ଝଟକା । କଂଗ୍ରେସରୁ ଇସ୍ତଫା ଦେବାର କିଛି ଘଣ୍ଟା ମଧ୍ୟରେ ବିଜେପିରେ ସାମିଲ ହୋଇଛନ୍ତି ବରିଷ୍ଠ ନେତା ଗୌରବ ବଲ୍ଲଭ। ଗୁରୁବାର ସକାଳେ ସେ କଂଗ୍ରେସର ସମସ୍ତ ପଦରୁ ଇସ୍ତଫା ଦେଇ…
Read More...