Browsing Category

Politics

ବଦଳିଲା ରାଜସ୍ଥାନ ନିର୍ବାଚନ ତାରିଖ

ଓଡ଼ିଆ ନ୍ୟୁଜ, ରାଜସ୍ଥାନ : ବାହାଘର ପାଇଁ ବଦଳିଲା ବିଧାନସଭା ନିର୍ବାଚନ ତାରିଖ । ନିର୍ବାଚନ ଆୟୋଗ ଆଜି ରାଜସ୍ଥାନ ବିଧାନସଭା ନିର୍ବାଚନର ତାରିଖ ପରିବର୍ତ୍ତନ କରିଛନ୍ତି। ପୂର୍ବରୁ ନଭେମ୍ବର ୨୩ରେ ମତଦାନ ହେବ ବୋଲି ସ୍ଥିର…
Read More...

ସ୍କୁଟି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର: ମିଶନ୍‌ ଶକ୍ତି ମାଧ୍ୟମରେ ମହିଳମାନଙ୍କୁ ସଶକ୍ତ କରିବା ଦିଗରେ ଆଉ ଏକ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ । ତେବେ ମିଶନ ଶକ୍ତିରେ ମହିଳା ମାନଙ୍କୁ ସ୍କୁଟି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…
Read More...

ଗଙ୍ଗା ଜଳରେ ଜିଏସଟି

ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର : ଗଙ୍ଗା ଜଳରେ ଜିଏସଟି । ୧୮ ପ୍ରତିଶତ ଜିଏସଟି ଲାଗିବ ବୋଲି ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର । ଗଙ୍ଗା ହେଉଛନ୍ତି ମା । ଗଙ୍ଗାଜଳ ପବିତ୍ରତାର ପ୍ରତୀକ । ଗଙ୍ଗାରେ ସ୍ନାନ କଲେ ମୋକ୍ଷ ପ୍ରାପ୍ତ…
Read More...

କଂଗ୍ରେସ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର

ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର : ରାଜ୍ୟ ରାଜକୋଷକୁ ଅପବ୍ୟବହର କରିବା ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ତେବେ ଆଜି ସମସ୍ତ ଓଡ଼ିଆ ଓ ଇଂରାଜୀ ଖବର କାଗଜର ପ୍ରଥମ ପୃଷ୍ଠାରେ…
Read More...

ହଲଦା ପଞ୍ଚାୟତରେ ବିଜେଡି ଜନ ସଂପର୍କ ପଦଯାତ୍ରା

ଓଡ଼ିଆ ନ୍ୟୁଜ, ରାଇରଙ୍ଗପୁର: ରାଇରଙ୍ଗପୁର ବ୍ଲକ ହଳଦା ପଞ୍ଚାୟତରେ ବିଜେଡି ତରଫରୁ ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଜନ ସଂପର୍କ ପଦଯାତ୍ରା ଗତ…
Read More...

୫ ରାଜ୍ୟରେ ବାଜିଲା ସେମିଫାଇନାଲର ବିଗୁଲ

ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର : ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ୫ ରାଜ୍ୟରେ ବାଜିଲା ସେମିଫାଇନାଲର ବିଗୁଲ । ନଭେମ୍ବର ୭ରୁ ଆରମ୍ଭ ହେବ ମତଦାନ। ଆଗକୁ ୨୦୨୪ ଲୋକସଭା ନିର୍ବାଚନ ଥିବାରୁ ଏହି ୫ ଗଡ଼ରେ କେଉଁ ଦଳ କେତେ ନଂ ରଖୁଛି…
Read More...

ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ

ଓଡିଆ ନ୍ୟୁଜ, ଭୁବନେଶ୍ବର : ବିଜେଡିରୁ ପୁଣି ସସପେଣ୍ଡ ହେଲେ ଜିଲ୍ଲା ସାଧାରଣ ସମ୍ପାଦକ । ଦଳ ବିରୋଧୀ କାର୍ଯ୍ୟ ବିରୋଧରେ ବଡ଼ ଆକ୍ସନ । ତେବେ ଆସନ୍ତା ବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ, ଏବେଠାରୁ…
Read More...

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ

ଓଡ଼ିଆ ନ୍ୟୁଜ, ଭୁବନେଶ୍ବର : ଓଡ଼ିଶାରେ ପ୍ରତିଷ୍ଠା ହେବାକୁ ଯାଉଅଛି ୫ଟି ମଲ୍ଟି ସୁପର ହସ୍ପିଟାଲ । ରାଜ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ରୂପାନ୍ତରଣ କାର୍ଯ୍ୟକ୍ରମ ଜାରି ରହିଛି । ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ…
Read More...

ପ୍ରକାଶ ଆମ୍ବେଡକର ଘୋଷଣା: ଉଦ୍ଧବ ସମର୍ଥକଙ୍କ ସହ ମେଣ୍ଟ କରିବୁନି

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ଆଗାମୀ ଲୋକସଭା ନିର୍ବାଚନ ଲଢିବା ପାଇଁ ପ୍ରସ୍ତୁତ ହେଉଛନ୍ତି ବଞ୍ଚିତ ବହୁଜନ ଅଗାଡି(ଭିବିଏ)। ନିର୍ବାଚନରେ ୪୮ଟି ଲୋକସଭା ଆସନରେ ବିବିଏ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ସଭାପତି ପ୍ରକାଶ ଆମ୍ବେଡକର…
Read More...

ହାତ ଧରିଲେ ୨୦ରୁ ଅଧିକ ଏଏପି ନେତା

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ହାତ ଧରିଲେ ୨୦ରୁ ଅଧିକ ଏଏପି ନେତା। ଜାତୀୟ ରାଜଧାନୀରେ ଦିଲ୍ଲୀରେ ୨୦ରୁ ଅଧିକ ଏଏପି ନେତା କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳର ଅଧିକାରୀମାନେ ଏହି ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ଦିନରେ ଅଧିକ ଲୋକ…
Read More...