Browsing Category
State
ସାମ୍ବାଦିକ ଅରିନ୍ଦମ ଦାସଙ୍କ ବିୟୋଗ; ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ଜଣାପଡିଛି ।…
Read More...
Read More...
ଗଭୀର ଅବପାତର ରୂପନେଲା ଅବପାତ, ଗୋପାଳପୁର-ବିଶାଖାପାଟଣା ମଝି କଳିଙ୍ଗପଟ୍ଟନମରେ କରିବ ଲ୍ୟାଣ୍ଡଫଲ୍
ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ଏହା ରହିଥିବା ବେଳେ ଶେଷ ୬ ଘଣ୍ଟାରେ ୧୨ କିମି ବେଗରେ ଉପକୂଳକୁ ମୁହାଁଉଛି । ଆଗାମୀ ୧୨ ଘଣ୍ଟା ଭିତରେ…
Read More...
Read More...
ଓଟିଭି ଚିଫ୍ ରିପୋର୍ଟର୍ ଅରିନ୍ଦମଙ୍କ ଦେହାନ୍ତ
ମୁଣ୍ଡଳୀରେ ହାତୀକୁ ବଞ୍ଚାଇବାକୁ ଯାଇ ବୋଟ୍ ଓଲଟି ପଡ଼ିଥିଲା । ତେବେ ସେମାନଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖାଯାଇଥିଲା । ଏହା ଭିତରେ ସୂଚନା ମିଳିଛି ଯେ, ବୋଟ୍ ରେ ଓଟିଭିର ଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ…
Read More...
Read More...
୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର !
କାଲିର ଘୂର୍ଣ୍ଣିବଳୟ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ପଶ୍ଚିମଉତ୍ତର ଦିଗକୁ ଗତି…
Read More...
Read More...
ଡିସେମ୍ୱର ୧୬ରୁ ସିଟିଇଟି ଯୋଗ୍ୟତା ପରୀକ୍ଷା, ୨ଟି ସିଫ୍ଟରେ ହେବ ପରୀକ୍ଷା
ଚଳିତବର୍ଷ ଡିସେମ୍ବର କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା ( ସଟିଇଟି) ଆରମ୍ଭ ହେବ । ଯାହା ୧୬ରୁ ୨୦୨୨ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ପକ୍ଷରୁ…
Read More...
Read More...
ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ କହିଲେ
ବଲାଙ୍ଗୀର ଟିଟିଲାଗଡ଼ରେ ଆଜି ପହଞ୍ଚି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।…
Read More...
Read More...
ACF ସୌମ୍ୟ ମାମଲା: ଶେଷ ହେଲା ବିଦ୍ୟାଙ୍କ ଲାଏ ଡିଟେକ୍ସନ ଟେଷ୍ଟ
ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଶେଷ ହୋଇଛି ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ । ପ୍ରାୟ ୪ ଘଣ୍ଟା ସମୟ ଧରି ଡିଟେକ୍ସନ ଟେଷ୍ଟ ଚାଲିଥିବା ସୂଚନା ମିଳିଛି ।…
Read More...
Read More...
ଉଦ୍ଧାର ଛାତ୍ରଙ୍କ ମୃତଦେହ ଚିହ୍ନଟ କଲେ ପରିବାର ସଦସ୍ୟ
ଭୁବନେଶ୍ୱର ଗଣ୍ଡମୁଣ୍ଡା ସୌଭାଗ୍ୟନଗରର ନାଳଭିତରେ ଗତକାଲି ଭାସିଯାଇଥିବା ଦଶମ ଛାତ୍ରର ମୃତଦେହ ଆଜି ଉଦ୍ଧାର ହୋଇଛି । ଉଦ୍ଧାର ହେବା ପରେ ଛାତ୍ରଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି । ଚିହ୍ନଟ ଛାତ୍ର ଭାସି ଯାଇଥିବା…
Read More...
Read More...
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆସନ୍ତା ୧୨ ଘଣ୍ଟାରେ ଉତ୍ତର ଓଡ଼ିଶା ଛୁଇଁବା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ଓ ଏହାର ସଂଲଗ୍ନ ଉତ୍ତର ପୂର୍ବାଞ୍ଚଳରେ ରହିଛି । ସମୁଦ୍ର ପତନଠାରୁ ଏହାର ୫.୮ କିଲୋମିଟର ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ପଶ୍ଚିମ ଓ ଉତ୍ତର ପଶ୍ଚିମ…
Read More...
Read More...
ମୂର୍ତ୍ତି ବିବାଦ: ପୂଜା କମିଟିକୁ ବଡ ଝଟକା, ଉଚ୍ଚତା ବୃଦ୍ଧି ଆବେଦନ ହାଇକୋର୍ଟରେ ଖାରଜ
ମା ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗରେ କମିଟିଗୁଡିକୁ ଲାଗିଛି ବଡ ଝଟକା । ମୂର୍ତ୍ତି ଉଚ୍ଚତା ବୃ୍ଦ୍ଧି କରାଯାଇ ପାରିବ ନାହିଁ ବୋଲି ଶୁକ୍ରବାର ଶୁଣାଣିରେ କହିଛନ୍ତି ହାଇକୋର୍ଟ । ମୂର୍ତ୍ତି ବିବାଦ ମାମଲାରେ ଦାଖଲ…
Read More...
Read More...