Browsing Category

State

ଶ୍ରୀଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ୍: ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ।ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା। ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ…
Read More...

ପୀତବାସ ହତ୍ୟାକାଣ୍ଡ; ଚାର୍ଜସିଟ୍‌ରେ ବଡ଼ ତଥ୍ୟ

ଓଡ଼ିଆ ନ୍ୟୁଜ୍: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡର ବଡ଼ ଟ୍ୱିଷ୍ଟ।ପୀତବାସଙ୍କ ସିକ୍ରେଟ୍‌ ଚାମ୍ବରରେ ଥିଲା ଆପତ୍ତିଜନକ ଜିନିଷ ଓ ପେନ୍ ଡ୍ରାଇଭ୍।୪ଟି ରଙ୍ଗୀନ ଫଟୋ ଓ ଗୋଟିଏ ପେନ୍ ଡ୍ରାଇଭ୍ ମିଳିଥିବା ସୂଚନା।ପୋଲିସ୍‌…
Read More...

୩ ମାସରେ ଗଣତି ମଣତି ସାର: ହାଇକୋର୍ଟ

ଓଡ଼ିଆ ନ୍ୟୁଜ୍: ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ। ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ।ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ…
Read More...

ଲେଜର ଲାଇଟ୍ ବ୍ୟାନ୍: ଡିଜେ ଶବ୍ଦ ଉପରେ କଟକଣା

ଓଡ଼ିଆ ନ୍ୟୁଜ୍: ବଢ଼ୁଥିବା ଶବ୍ଦ ଓ ଆଲୋକ ପ୍ରଦୂଷଣକୁ ରୋକିବା ପାଇଁ ଓଡ଼ିଶା ହାଇକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକ ସହରର ବିଭିନ୍ନ ସମସ୍ୟା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଲେଜର ଲାଇଟ୍…
Read More...

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର

ଓଡ଼ିଆ ନ୍ୟୁଜ୍: ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର।ବେଲଗୁଣ୍ଠା ଅତିରିକ୍ତ ତହସିଲଦାର କବିରାଜ ସେଠୀଙ୍କୁ ଧରିଲା ଭିଜିଲାନ୍ସ। ୪୦ ହଜାର ଟଙ୍କା ଫାଇନ୍ ନେଇ ୩୦ ହଜାରର ରସିଦ୍ କାଟି ଧରାପଡ଼ିଲେ।ବାଲି ବୋଝେଇ…
Read More...

କ୍ୟୁଆର୍ କୋଡ୍‌ ପଟ୍ଟା ଆସିବ: ରାଜସ୍ୱ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ୍: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ନୂଆ ଜମି ପଟ୍ଟା । ଇଲକ୍ଟ୍ରୋନିକ୍ସ ଯୁକ୍ତ କ୍ୟୁଆର କୋଡ୍ ପଟ୍ଟା ଆସିବ । ପଟ୍ଟାରେ ଥିବା କ୍ୟୁଆର କୋଡ୍‌ରେ ସ୍କାନ କଲେ ପଟ୍ଟାର ସମ୍ପୂର୍ଣ୍ଣ ଇତିହାସ…
Read More...

ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ

ଓଡ଼ିଆ ନ୍ୟୁଜ୍: ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ।୨୦୨୫ ଡିସେମ୍ବର ୨୫ ତାରିଖ ପରୀକ୍ଷାର ରେଜଲ୍ଟ ପ୍ରକାଶ।ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣପ୍ରକାଶ ପାଇଲା ଓଟିଇଟି ୨୦୨୫ର ରେଜଲ୍ଟ। ୨୦୨୫…
Read More...

୧୨ ଘଣ୍ଟିଆ ଭାରତ ବନ୍ଦ

ଓଡ଼ିଆ ନ୍ୟୁଜ୍: ଆଜି ଟ୍ରେଡ୍ ୟୁନିଅନର ୧୨ ଘଣ୍ଟିଆ ଭାରତ ବନ୍ଦ । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା । ବଜାର, ଯାନବାହନ, ସ୍କୁଲ, କଲେଜ ବନ୍ଦ ଡାକରା । କେତେକ ଘରୋଇ ସ୍କୁଲରେ ସ୍ଥଗିତ ରହିଲା ପରୀକ୍ଷା । ବନ୍ଦ…
Read More...

ଆନ୍ଦୋଳନ ବେଳେ ମାଡିଗଲା ପୋଲିସ ବସ

ଓଡ଼ିଆ ନ୍ୟୁଜ୍: ଆନ୍ଦୋଳନ ବେଳେ ମାଡିଗଲା ପୋଲିସ ବସ।ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍ । ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଦୋଳନକାରୀ। ଆଜି ବନ୍ଦ ବେଳେ ଏଭଳି ଘଟଣା ଘଟିଛି ରାୟଗଡା ସହରର ଶିରିଗୁଡ଼ା ଛକରେ। ସୂଚନା…
Read More...

ମାଟ୍ରିକ ଓ +୨ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍

ଓଡ଼ିଆ ନ୍ୟୁଜ୍: ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା । ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷାକୁ ସ୍ୱଚ୍ଛ ଓ…
Read More...