Browsing Category

State

ଶ୍ରୀଜିଉଙ୍କ ସ୍ୱତନ୍ତ୍ର ବାଙ୍କଚୁଡା ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ବାଦଶୀ । ପଞ୍ଚୁକର ଏହି ଦ୍ବିତୀୟ ଦିନରେ ଆଜି ମହାପ୍ରଭୁ ବିଭୂଷିତ ହୋଇଛନ୍ତି ବାଙ୍କଚୁଡା ବେଶରେ। ପରମ୍ପରା ଅନୁଯାୟୀ ଅବକାଶ ନୀତି ପରେ ଖୁଣ୍ଟିଆ, ମେକାପ ଓ…
Read More...

ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଆଜି ଲୋକାରଣ୍ୟ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନିତିକାନ୍ତି ସରିବା ପରେ ସାଧାରଣ…
Read More...

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମ…
Read More...

ଜିଲ୍ଲାପାଳଙ୍କ ଦ୍ୱାରା ଉଦଘାଟିତ ହେଲା ଭୋଟର ସହାୟତା କେନ୍ଦ୍ର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆଜି ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ -୨୦୨୫ ଅଭିଯାନ କ୍ରମରେ ଭୋଟର ମାନଙ୍କ ପାଇଁ ଏକ ଭୋଟର ସହାୟତା କେନ୍ଦ୍ରକୁ ଜିଲ୍ଲlପାଳ…
Read More...

ଖୁଣ୍ଟପାଲି ଠାରେ ୱିନର୍ ବ୍ରାଇଟ୍ ଫ୍ୟୁଚର୍ ସ୍କୁଲର ବାର୍ଷିକ ଉତ୍ସବ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲିସ୍ଥିତ ୱିନର ବ୍ରାଇଟ ଫ୍ୟୁଚର ସ୍କୁଲର ବାର୍ଷିକ ଉତ୍ସବ ଦୁଇ ଦିନ ଧରି ମହା ସମାରୋହରେ ପାଳିତ ହୋଇଯାଇଛି I ପ୍ରଥମ ଦିବସରେ ବରଗଡ଼ ସାଂସଦ ପ୍ରଦୀପ…
Read More...

ବିସ୍ଫୋରଣରୁ ଏକାଧିକ ଜୀବନ ବର୍ତ୍ତି ଯାଇଥିବା ବେଳେ ଏନେଇ ଘର ମାଲିକଙ୍କ ନାମରେ ମାମଲା ରୁଜୁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭୁବନେଶ୍ୱର ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣରୁ ଏକାଧିକ ଜୀବନ ବର୍ତ୍ତି ଯାଇଥିବା ବେଳେ ଏନେଇ ଘର ମାଲିକଙ୍କ ନାମରେ…
Read More...

ଭରତପୁର ଥାନା ମାମଲାର ଆସିଲା ପଲିଗ୍ରାଫ୍‌ ପରୀକ୍ଷା ରିପୋର୍ଟ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଭରତପୁର ଥାନା ମାମଲାରେ ସମ୍ପୃକ୍ତ ଥାନାଧିକାରୀ ଓ ଅନ୍ୟମାନଙ୍କ ମିଛଧରା ପରୀକ୍ଷା ରିପୋର୍ଟ (ପଲିଗ୍ରାଫ୍‌ ପରୀକ୍ଷା ରିପୋର୍ଟ), ବ୍ରେନ୍‌ ମ୍ୟାପିଂ ଓ ନାର୍କୋ ଆନାଲିସିସ୍‌ ରିପୋର୍ଟ…
Read More...

ଶ୍ଵଶୁର ମୃତ୍ୟୁ ଖବର ଦେବାକୁ ଯିବାବେଳେ ଜ୍ବାଇଁର ମୃତ୍ୟୁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ସଂପର୍କୀୟଙ୍କ ଘରକୁ ଶ୍ବଶୁରଙ୍କ ମୃତ୍ୟୁ ଖବର ଦେବାକୁ ବାଇକରେ ଯାଉଥିଲେ ଜ୍ବାଇଁ। ତାଙ୍କ ବାଇକ ସହ ପିକ୍ଅପ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜ୍ବାଇଁଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ…
Read More...

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆସନ୍ତା ୧୫ରୁ ରାଜ୍ୟରେ ଶୀତ ପଡ଼ିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦିନ ରାତିର ସର୍ବନିମ୍ନ ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ…
Read More...

ପୂର୍ବ ଶତ୍ରୁତା କେନ୍ଦ୍ର କରି ରାଜଧାନୀରେ ଆକ୍ରମଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୂର୍ବ ଶତ୍ରୁତା କେନ୍ଦ୍ର କରି ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଛୁରୀ ଓ ସର୍ଜିକାଲ ବ୍ଲେଡ଼ରେ ହାଣି ଖଣ୍ଡିଆ ଖାବରା କରିଦେଲେ। ଏଭଳି ଘଟଣା ଘଟିଛି ରାଜଧାନୀର ବଡଗଡ଼ ଅଞ୍ଚଳରେ। ଆହତ…
Read More...