Browsing Category

State

ସାମାନ୍ୟ ବଚସାରୁ ହତ୍ୟା; ସ୍ତ୍ରୀ, ପୁତୁରାକୁ ହାଣିଦେଲେ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାମାନ୍ୟ ବଚସା ନେଲା ଉଗ୍ର ରୂପ। ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ପୁତୁରାଙ୍କୁ ଭୁଜାଲିରେ ହାଣି ଦେଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି…
Read More...

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି…
Read More...

ସଙ୍ଘବଦ୍ଧ ଆକ୍ରମଣରେ ଛିଣ୍ଡିଲା ଯୁବକଙ୍କ ହାତ ପାପୁଲି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଖଣ୍ଡା ଆକ୍ରମଣରେ ଛିଣ୍ଡିଲା ଯୁବକଙ୍କ ବାମ ହାତ ପାପୁଲି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବ୍ରହ୍ମପୁର ବଡ ବଜାର ଥାନା ଅଞ୍ଚଳରେ । ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ଅଜିତ ନାୟକ । ଗତକାଲି…
Read More...

ଖୋଜୁଥିଲେ ଗଞ୍ଜେଇ; ମିଳିଲା ରୁପା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସମ୍ବଲପୁର ରେଙ୍ଗାଲୀ ଅଞ୍ଚଳରେ ଦେଢ଼ କ୍ୱିଣ୍ଟାଲରୁ ଅଧିକ ରୁପା ଜବତ । ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ ଏକ କାର୍ ଭିତରୁ ଗଞ୍ଜେଇ ଖୋଜୁ ଖୋଜୁ ଏହି ରୁପା ଜବତ କରିଛି । ଏହି ରୁପା ଅଳଙ୍କାର…
Read More...

ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ୧୮ ଓ ୧୯ରେ ମୁମ୍ବାଇରେ ଓଡ଼ିଶା ସରକାର ଆୟୋଜନ କରିବାକୁ ଯାଉଛନ୍ତି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ସୋ'। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସଂପଦ ସ୍ୱାଇଁଙ୍କ…
Read More...

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମ…
Read More...

ଗାଧୋଇବା ବେଳେ ପାଣିରେ ବୁଡ଼ିଗଲେ ଭାଇଭଉଣୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲିଅନ୍ତା ଥାନା ସୁବାଳ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ଭଉଣୀ, ଭାଇଙ୍କ ମୃତ୍ୟୁ ଘଟିଛି। ମୃତ ଭଉଣୀ, ଭାଇଙ୍କ ବୟସ ୮ ଓ ୧୨ ବର୍ଷ ମଧ୍ୟରେ ହୋଇଥିବା ସୂଚନା ମିଳିଛି।…
Read More...

ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ଗତକାଲି ଅର୍ଥାତ ଆଶ୍ୱିନ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ…
Read More...

ଅନୁଗୋଳ ଜିନ୍ଦଲ ଷ୍ଟିଲ୍‌ ପ୍ଲାଣ୍ଟରେ ବିସ୍ଫୋରଣ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାରରେ ବଡଧରଣର ବିସ୍ଫୋରଣ ଘଟିଛି । ପ୍ଲାଣ୍ଟର ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଖବରପାଇ ଦମକଳ…
Read More...

ଟ୍ରେନ୍ ଲାଇନ ତଳେ ଗଲା ଛୁଆ ହାତୀର ଜୀବନ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ହାତୀ ଘଉଡାଇବା ବେଳେ ଟ୍ରେନ୍ ଚକା ତଳେ ଗଲା ଛୁଆ ହାତୀର ଜୀବନ। ରାଉରକେଲା ବନ୍ଧମୁଣ୍ଡା ଆର୍ କେବିନ୍ ନିକଟରେ ଏହି ଅଘଟଣ ଘଟିଛି। ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଏକ ହାତୀ ଆହତ…
Read More...