Browsing Category
State
ବିଜୟଶ୍ରୀ ସ୍କାରକୀ ମେଧାବୀ ସମ୍ମାନ ସମାରୋହ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବିଜୟଶ୍ରୀ ରାଉତରାୟ ଙ୍କ ଜନ୍ମ ତିଥି ରେ ବିଜୟଶ୍ରୀ ରାଉତରାୟ ସ୍ମୃତି ପରିଷଦ ପକ୍ଷରୁ ମେଧାବୀ ଛାତ୍ର ଛାତ୍ରୀ ମାନଙ୍କୁ ସମ୍ମାନୀତ କରାଯାଇଥିଲା। ବିଜୟଶ୍ରୀ ହେଉଛନ୍ତି ପ୍ରତିଟି ଓଡିଶା ବାସୀ ଙ୍କର…
Read More...
Read More...
ଚିତ୍ରରେ ବାଘ ସୁରକ୍ଷାର ବାର୍ତ୍ତା
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସ୍ଥାନୀୟ ଲାଲବଜାର ସ୍ଥିତ ସ୍କୁଲ ଅଫ ଆର୍ଟ ଏଣ୍ଡ କ୍ରାଫ୍ଟ ପରିସରରେ ବାଘ ସୁରକ୍ଷା ନିମନ୍ତେ ସଚେତନତାର ବାର୍ତ୍ତା ସୃଷ୍ଟି କରିବା ଲକ୍ଷ୍ୟରେ ଚିତ୍ରାଙ୍କନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି।…
Read More...
Read More...
ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ଼ାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଦୁଇ ଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ବାରିପଦା ସହରର ବିଭିନ୍ନ ସ୍ଥାନ ପରିଦର୍ଶନ…
Read More...
Read More...
ବାରିପଦା ଠାରେ ବିଶ୍ୱ ହେପାଟାଇଟିସ ଦିବସ ପାଳନ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୟୂରଭଞ୍ଜ ସାଦର ମହକୁମା ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏ. ଏନ.ଏମ ପ୍ରଶିକ୍ଷଣ କକ୍ଷ୍ୟ ଠାରେ ରବିବାର ଦିନ ବିଶ୍ୱ ହେପାଟାଇଟିସ ଦିବସ ପାଳନ କରାଯାଇଛି। ମାନ୍ୟବର ବିଧାୟକ, ବାରିପଦା…
Read More...
Read More...
ବାରିପଦାରେ “ତ୍ରୀରଙ୍ଗା ଶୋଭାଯାତ୍ରା”
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ୭୩ଦିନ ଯୁଦ୍ଧ ପରେ ୨୬ଜୁଲାଇ ୧୯୯୯ମସିହାରେ ଯୁଦ୍ଧ ସମାପ୍ତ ହୋଇଥିଲା କାରଗିଲ ଯୁଦ୍ଧ ଏବଂ ପାକିସ୍ତାନକୁ ହରାଇ ବୀଜୟ ହୋଇଥିଲା ଭାରତ । ଏହି ଯୁଦ୍ଧରେ ୫୨୭ ଜଣ ଭାରତୀୟ ବୀରଜବାନ ଶହୀଦ ହୋଇଥିଲା ବେଳେ…
Read More...
Read More...
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଭାଙ୍ଗିଲେ ନିୟମ । ଫେରାଦ ହେଲା କଂଗ୍ରେସ । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ୍ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସ୍କୁ…
Read More...
Read More...
ପୁଣି ବଜେଟ ଉପରେ ହେବ ବିଧାନସଭା ସରଗରମ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦୁଇ ଦିନର ବିରତି ପରେ ଆଜିଠୁ ପୁଣି ସରଗରମ ହେବ ବିଧାନସଭା। ୨୦୧୪-୨୫ ଆର୍ଥିକ ବଜେଟ୍ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ। ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ମୋହନ ସରକାର ଆଣିଛନ୍ତି। ୨ ଲକ୍ଷ…
Read More...
Read More...
ଆଜି ବସିବ ରତ୍ନଭଣ୍ଡାର ସ୍ଵତନ୍ତ୍ର ତଦାରଖ କମିଟି ବୈଠକ
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ୱତନ୍ତ୍ର ତଦାରଖ କମିଟି ବୈଠକ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ASI ସହ ବୈଠକ ବସିବ। ଏହି ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଲୋଚନା ହେବ…
Read More...
Read More...
ଆଗାମୀ ୩ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳ ବର୍ଷା
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର…
Read More...
Read More...
କାର୍ ଧକ୍କାରେ କାଉଡିଆ ମୃତ, ଦୁଇ ଗୁରୁତର
ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶ୍ରାବଣର ଦ୍ବିତୀୟ ସୋମବାରରେ ବଡ଼ ଅଘଟଣ। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର। ଘଟଣାସ୍ଥଳରେ ଜଣେ ମହିଳା କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର…
Read More...
Read More...