Browsing Category

State

ହୀରାକୁଦ ଜଳସ୍ତର ୬୧୮ ଫୁଟ୍‌; ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଫୁଲୁଛି ମହାନଦୀ। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୨ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି ।  ଆଜି ହୀରାକୁଦ…
Read More...

ଭାରସାମ୍ୟ ହରାଇ ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ପୁଟୁରା ଛକ ନିକଟରେ ଆଜି ସକାଳୁ ଏକ ବସ୍‌ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଗଛରେ ପିଟି ହେବାରୁ ୭ ଯାତ୍ରୀ ଗୁରୁତର ହୋଇଛନ୍ତି।…
Read More...

ରାଜଧାନୀରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମଞ୍ଚେଶ୍ୱର ଷ୍ଟେସନ ଲେବୁଲ କ୍ରସିଂ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହେବା ପରେ ୨ଟି ପାସେଞ୍ଜର ଟ୍ରେନକୁ ବାତିଲ କରାଯାଇଛି। ଏହାଛଡ଼ା ୬ଟି ଟ୍ରେନ୍ର ଯାତାୟତ ସମୟ ବି ବଦଳିଥିବା ଜଣାଯାଇଛି।…
Read More...

ଆଠ କିଲୋ ଗଞ୍ଜେଇ ସହ ଜଣେ ଗିରଫ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଠ କିଲୋ ଗଞ୍ଜେଇ ସହ ଜଣେ ଗିରଫ।  ଅବକାରୀ ବିଭାଗ ବାସୁଦେବପୁର ପକ୍ଷ ରୁ ସ୍ଥାନୀୟ କମାର ଗାଁ ଛକ ନିକଟରେ ଚଢ଼ାଉ କରାଯାଇ ଆଠ କେଜି ଗଞ୍ଜେଇ ସହ ଜଣେ ବ୍ୟକ୍ତି ଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି…
Read More...

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ନେଇ ଆଲୋଚନା କରିଛନ୍ତି।ସେଠାରେ ପହଞ୍ଚି ସେ…
Read More...

ପୁରୀ-ଅନୁଗୁଳ ପାସେଞ୍ଜର ଟ୍ରେନରେ ନିଆଁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଅନୁଗୋଳ-ପୁରୀ ପାସେଞ୍ଜର ଟ୍ରେନର ବ୍ରେକରେ ଶନିବାର ନିଆଁ ଲାଗିଛି। ପୁରୀ ମାଳତିପାଟପୁର ରେଳ ଷ୍ଟେଶନ ନିକଟରେ ଟ୍ରେନ୍‌ ପଛ ପାଖ ଇଞ୍ଜିନରୁ ଧୂଆଁ ବାହାରିବା ଲୋକେ ଦେଖିଥିଲେ। ପରେ ଟ୍ରେନର ବ୍ରେକରେ…
Read More...

 ଓଡ଼ିଶା ଗସ୍ତରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ସତିଶ ଦୁବେ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ସତିଶ ଦୁବେ। ସେ ଭୁବନେଶ୍ବର, ସମ୍ବଲପୁର ଏବଂ ଅନୁଗୁଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି। ଆଜି ପ୍ରଥମେ…
Read More...

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଶିଳ୍ପ ଯତ୍ନ ବୈଠକ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲା ନିବେଶ ପ୍ରୋତ୍ସାହନ ଏଜେନ୍ସି (DIPA) ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ ଶିଳ୍ପ ଯତ୍ନ ବୈଠକ ଗୁରୁବାର ଦିନ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ…
Read More...

ରାଜ୍ୟସ୍ତରୀୟ ଉଶୁ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲ୍ଲାକୁ ଦଳଗତ ୩ୟ ପୁରସ୍କାର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟସ୍ତରୀୟ ଉଶୁ କ୍ରୀଡା ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲ୍ଲାକୁ ମିଳିଛି ବଡ ସଫଳତା। ରାଉରକେଲା ଠାରେ ଆୟୋଜିତ ୩୦ତମ ରାଜ୍ୟ ସ୍ତରୀୟ ଉଶୁ ପ୍ରତିଯୋଗିତାରେ ମୟୂରଭଞ୍ଜର ବରିଷ୍ଠ ଦଳକୁ ତୃତୀୟ…
Read More...

ଦୁଇଦିନ ଭିତରେ ଓଡ଼ିଶା ଆସିବ ଆଳୁ ଗାଡ଼ି; ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମାର୍କେଟରୁ ଆଳୁ ଗାଏବ। ଆଉ ମିଳୁନି ବଜାରରେ ଆଳୁ। ଆଳୁ ବିକ୍ରି କରୁଥିବା ଅଧିକାଂଶ ଦୋକାନୀ ସେମାନଙ୍କ ଦୋକାନ ବନ୍ଦ କରିଦେଇଥିବାବେଳେ ବଜାରରେ ଆଉ ଆଳୁ ମିଳୁନାହିଁ। ଭୁବନେଶ୍ୱର ୧ ନମ୍ବର ହାଟରେ ଆଳୁ…
Read More...