Browsing Category

State

ଟ୍ୱିନ୍‌ ସିଟିରେ ମେଘୁଆ ପାଗ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ହଠାତ୍ ପାଗରେ ପରିବର୍ତ୍ତନ। ଅସହ୍ୟ ତାତିରୁ ମିଳିଲା ସାମାନ୍ୟ ତ୍ରାହି । ଆଗାମୀ ୩ ଘଣ୍ଟାରେ ଭୁବନେଶ୍ୱର ସମେତ ୫ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ଜାରି କଲା ପାଣିପାଗ ବିଭାଗ।…
Read More...

ଆସନ୍ତା ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ଜନସଭା କରିବେ ପ୍ରଧାନମନ୍ତ୍ରୀ।ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ…
Read More...

ଆଜି ଠାରୁ ବନ୍ଦ ଜାତୀୟ ଉଦ୍ୟାନ ଭିତରକନିକା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଠାରୁ ବନ୍ଦ ହେଲା ବିଶ୍ୱ ପ୍ରସିଦ୍ଧ ଜାତୀୟ ଉଦ୍ୟାନ ଭିତରକନିକା ।  ଭିତରକନିକା ଜାତୀୟ ଉଦ୍ୟାନ ମେ’ ପହିଲାରୁ ବନ୍ଦ ହେବ। କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି। ନଦୀ ନାଳରେ ଥିବା କୁମ୍ଭୀର…
Read More...

ଶସ୍ତା ହେଲା ଏଲପିଜି ଗ୍ୟାସ୍‌ ଦର

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଏପ୍ରିଲ ପରି ମେ’ ମାସରେ ବି ମିଳିଲା ସାମାନ୍ୟ ଆଶ୍ୱସ୍ତି। ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍ ୧୯ ଟଙ୍କା କମିଲା। ଦିଲ୍ଲୀରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍ ୧୭୪୫ ଟଙ୍କାକୁ କମିଛି।…
Read More...

ଘାଟିରେ ହେଲା ବ୍ରେକ୍ ଫେଲ୍‌, ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କେ. ବଲାଙ୍ଗ ଥାନା ଚୁନାଘାଟିରେ ଭୟାନକ ଦୁର୍ଘଟଣା । ଘାଟିରେ ବ୍ରେକ୍ ଫେଲ ହେଲା ଲୁହା ପଥର ବୋଝେଇ ଟ୍ରକ ।  ଘାଟିରେ ବ୍ରେକ୍ ଫେଲ୍‌ ହୋଇଥିବା ଏକ ଲୁହା ପଥର ବୋଝେଇ ଟ୍ରକ୍‌ ଆଗରେ ଯାଉଥିବା ଏକ…
Read More...

ଜଳୁଛି ସାରା ଓଡିଶା

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗତକାଲି ଭଳି ଆଜି ବି ଆଜି ସକାଳ ସାଢ଼େ ୮ଟା ବେଳକୁ ୩୮ ଡିଗ୍ରି ଟପିଛି ତାପମାତ୍ରା। ଗୁରୁବାର ଯାଏଁ ସିଭିୟର ହିଟ୍ ଓ୍ବେଭ୍ ପାଇଁ ରାଜ୍ୟର କିଛି ସ୍ଥାନକୁ ରେଡ୍ ଆଲର୍ଟ ଜାରି ହୋଇଛି। ଆଜି ପାଇଁ ୧୧…
Read More...

କଂଗ୍ରେସ ପକ୍ଷରୁ ପାର୍ଟି କାର୍ଯ୍ଯାଳୟରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ଜଳେଶ୍ଵର କଂଗ୍ରେସ ପକ୍ଷରୁ ବଡ଼ବଜାର ସ୍ଥିତ ପାର୍ଟି କାର୍ଯ୍ଯାଳୟରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ। ସୂଚନା ଅନୁସାରେ ଜଳେଶ୍ଵର କଂଗ୍ରେସ ପକ୍ଷରୁ ସାଧାରଣ ନିର୍ବାଚନ ପାଇଁ ଦୁଇ…
Read More...

ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ବାଲେଶ୍ଵର ଜିଲ୍ଲା ବସ୍ତା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାହାର୍ଦା ପଞ୍ଚାୟତ ରେ ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ। ଯୋଗଦେଲେ ବିଧାୟିକା ପ୍ରାର୍ଥୀ ଙ୍କ ସହ ସାଂସଦ ପ୍ରାର୍ଥୀନୀ।ସୂଚନା…
Read More...

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସାଲେପୁର ଗ୍ରସ୍ତ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସାଲେପୁର ଗ୍ରସ୍ତ । ଆଜି ରାହୁଲ ଗାନ୍ଧୀ କଟକ ଜିଲ୍ଲା ସାଲେପୁର ଗ୍ରସ୍ତ କରି ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଜନ୍ମଭୂମି ସତ୍ୟଭାମାପୁର ରେ ମଧୁବାବୁଙ୍କ…
Read More...

ବ୍ୟାଙ୍କ ଅଫ ଇଣ୍ଡିଆରେ ଅଗ୍ନିକାଣ୍ଡ; ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ କର୍ମଚାରୀ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସ୍ଥାନୀୟ ଫ୍ରେଜର ହଷ୍ଟେଲ ଛକ ଠାରେ ସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆର ବାରିପଦା ଜୋନାଲ ଶାଖାରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ତେବେ ବଡ଼ ଧରଣର ଅଘଟଣରୁ ସମସ୍ତ କର୍ମଚାରୀ ମାନେ ଅଳ୍ପକେ ବର୍ତ୍ତି…
Read More...